Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଅଜଣା ଗାଡି ଧକ୍କାରେ ମହିଳାଙ୍କ ଙ୍କ ମୃତ୍ୟୁ |

16-Nov-2025

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ,
ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଗାଙ୍ଗପୁର ଥାନା ଅନ୍ତର୍ଗତ କାଳିଆଗୁଡାରେ ଏକ ଅଜଣା ଗାଡ଼ି ଧକ୍କାରେ ଅନୁଛାୟା ପ୍ରଧାନ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳାଙ୍କର ଘର ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ କୁଶପଲୀ ହୋଇଥିବା ବେଳେ ସେ ଗତ କିଛି ମାସ ହେଲା ବାପା ଘରେ ରହୁଥିଲା। ଗତକାଲି ସନ୍ଧ୍ୟାରେ ବାପାଙ୍କର ଜମି କାର୍ଯ୍ୟରୁ ଘରକୁ ଫେରିବା ବେଳେ ଏକ ଚାରି ଚକିଆ ଯାନ ତାକୁ ଧକ୍କା ଦେଇଥିଲା। ଯାହା ଫଳରେ ସେ କିଛି ଦୁର ଛିଟିକି ପଡିଥିଲା। ଏତିକି ବେଳେ ଗାଡ଼ି ଡ୍ରାଇଭର ତାକୁ ରାସ୍ତା କଡ଼ରେ ଗଡେଇ ଦେଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି। ସ୍ଥାନୀୟ ଲୋକେ ମହିଳାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାର ମୃତ୍ୟୁ ଘଟିଛି।ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଗାଡ଼ିର ଅନୁସନ୍ଧାନ ଚଳାଇ ଘଟଣା ର ତଦନ୍ତ ଚଳାଇଛନ୍ତି।

News Comment

You Might Also Like

BACK TO TOP