Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ପଥରା କଣ୍ଡରା ପଡା ଗାଁ ରେ ଅଗ୍ନି କାଣ୍ଡ, ଜଳିଗଲା ଦୁଇ ବଖରା ଘର ||

16-Nov-2025

ପଥରା କଣ୍ଡରାପଡ଼ା ଗାଁ ରେ ଅଗ୍ନିକାଣ୍ଡ; ଜଳିଗଲା ଦୁଇ ପରିବାର ର ଦୁଇ ବଖରା ଘର,

ଓଡିଶା ଜନ ମତ,ଖଲ୍ଲିକୋଟ --୧୬/୧୧/୨୦୨୫- ବିକାଶ କୁମାର ସାହୁ,

 ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା କଣ୍ଡରାପଡ଼ା ଗାଁ ରେ ରବିବାରେ ଅଗ୍ନିକାଣ୍ଡ ଘଟି ଦୁଇ ପରିବାର ର ଦୁଇ ବଖରା ଘର ପୋଡ଼ି ଛାରଖାର ହୋଇଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଦିନ ପ୍ରାୟ ମଧ୍ୟହ୍ନ ସମୟରେ କଣ୍ଡରାପଡ଼ା ଗାଁ ର ଲୋକନାଥ ଡାଙ୍ଗୁଆ ଓ ଚିନ୍ତାମଣି ବେହେରା ଙ୍କ ଘରେ ହଠାତ କୌଣସି କାରଣ ବଶତଃ ନିଆଁ ଲାଗି ଯାଇଥିଲା । ଉକ୍ତ ଅଗ୍ନିକାଣ୍ଡରେ ଦୁଇ ପରିବାର ର ଦୁଇ ବଖରା ଘର ପୋଡ଼ି ଛାରଖାର ହୋଇଯାଇ ଥିବା ବେଳେ ଘରେ ଥିବା ଟଙ୍କା ଓ ଆସବାବପତ୍ର ନିଆଁ ରେ ପୋଡ଼ି ଯାଇଛି । ଖବର ପାଇ ଖଲ୍ଲିକୋଟ ଅଗ୍ନିଶମ ବାହିନୀ ଗାଁ ରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁ କୁ ଆୟତ୍ତ କରିବାରେ ସଫଳ ହୋଇଛନ୍ତି ।  ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣା ପଡ଼ି ନଥିବା ବେଳେ ବିଦ୍ୟୁତ୍ ସର୍ଟ ସର୍କିଟ ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

News Comment

You Might Also Like

BACK TO TOP