Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଖୋର୍ଦ୍ଧା ପ୍ରେସ କ୍ଲବ ପକ୍ଷରୁ ଜାତୀୟ ପ୍ରେସ ଦିବସ ଅବସର ରେ ରକ୍ତ ଦାନ ଶିବିର ଅନୁଷ୍ଠିତ,||

16-Nov-2025

ଖୋର୍ଦ୍ଧା ରେ ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ
ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ସାମ୍ବାଦିକ ଭବନ ଠାରେ ଏକ ଆଲୋଚନା ଚକ୍ର ର ଅୟୋଜନ ସହିତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା l ଖୋର୍ଦ୍ଧା ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷଣ କୁମାର ବେହେରା ଏହାକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହିତ ଜିଲ୍ଲା ଏଭଳି କାର୍ଯକ୍ରମ କୁ ଭୂୟସୀ ପ୍ରଶଂସା କରିଥିଲେ l ଜିଲ୍ଳା ପ୍ରେସ କ୍ଳବ ର ସଭାପତି ଶୁଭ୍ରାଂଶୁ ରଂଜନ ସାମନ୍ତରାୟ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା , ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପ ଶ୍ରୀ ରାଣୀ ଗୁମାନସିଂହ ଯୋଗ ଦେଇଥିବାବେଳେ ନିଜ ନିଜ ବକ୍ତବ୍ୟ ରେ ଗଣତନ୍ତ୍ର ର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ର ଭୂମିକା କୁ ଉଚ୍ଚ ପ୍ରଶଂସା କରିବା ସହିତ ସତ୍ୟ, ନିର୍ଭିକ ସମ୍ବାଦ ପରିବେଷଣ କରିବା ଉପରେ ଗୁରୁତ୍ଵାରୋପ କରିଥଲେ l ଜିଲ୍ଲା ପ୍ରେସ କ୍ଲବ ର ସଭାପତି ଶ୍ରୀଯୁକ୍ତ ସାମନ୍ତରାୟ ତାଙ୍କ ବକ୍ତବ୍ୟ ରେ ଖୋର୍ଦ୍ଧା ଜିଲ୍ଲା ପ୍ରେସ ଗଠନ ହେବାର ଆଭିମୁଖ୍ୟ, ଉଦ୍ଦେଶ୍ୟ ଏବଂ ପ୍ରେସ କ୍ଳବ ଗଠନ ହେବାଠାରୁ ଆଜି ପର୍ଯ୍ୟନ୍ତ କରଯାଇଥିବା ବିଭିନ୍ନ ଜନହିତକର କାର୍ଯ୍ୟ ଗୁଡ଼ିକ ସଂପର୍କ ରେ ବିସ୍ତୃତ ଭାବରେ ଅତିଥି ମାନଙ୍କ ସମ୍ମୁଖ ରେ ଉପସ୍ଥାପନ କରିଥଲେ l
ପ୍ରେସ କ୍ଲବ ର ଉପଦେଷ୍ଠା ତପନ କୁମାର ନାୟକ ତାଙ୍କ ବକ୍ତବ୍ୟ ରେ ପ୍ରେସ କାଉନସିଲ ଅଫ ଇଣ୍ଡିଆ ଗଠନ ର ମୁଖ୍ୟ ଉଦେଶ୍ୟ ସମ୍ପର୍କ ରେ ବିସ୍ତୃତ ଭାବରେ ଆଲୋଚନା କରିବା ସହିତ ସତ୍ୟ ଓ ତଥ୍ୟ ଭିତ୍ତିକ ସମ୍ବାଦ ପରିବେଷଣ ଉପରେ ଗୁରୁତ୍ଵାରୋପ କରିଥଲେ l ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଶର୍ମା ତାଙ୍କ ବକ୍ତବ୍ୟ ରେ କହିଥିଲେ, ଗଣତନ୍ତ୍ର ର ଜାଗ୍ରତ ପ୍ରହରି ଭାବରେ ଗଣମାଧ୍ୟମ ଗୁଡ଼ିକ କାର୍ଯ୍ୟ କରୁଥିବାବେଳେ, ସମାଜ କୁ ଦିଗଦର୍ଶନ ଦେବାରେ ସେମାନଙ୍କର ପ୍ରମୁଖ ଭୂମିକା ରହିଛି l ସମ୍ମାନିତ ଅତିଥି ରୁପ ଶ୍ରୀ ରାଣୀ ଗୁମାନସିଂହ ତାଙ୍କ ବକ୍ତବ୍ୟ ରେ, ଗଣତନ୍ତ୍ର ରାଷ୍ଟ୍ର ରେ ଗଣମାଧ୍ୟମ ର ଭୂମକା ଅତ୍ୟନ୍ତ ଗୁରୁତ୍ୱପର୍ଣ୍ଣ l ଜନସାଧାରଣ ଙ୍କ ବିଭିନ୍ନ ସମସ୍ୟା ଗୁଡ଼ିକୁ ଲୋକ ଲୋଚନ କୁ ଆଣିବା ରେ ଗଣମାଧ୍ୟମ ର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ l ଯାହାଦ୍ଵାରା ପ୍ରଶାସନ ସଚେତନ ହେବା ସହିତ ସେଗୁଡିକ ସମାଧାନ ପାଇଁ ତତ୍ପରତା ଦେଖାଇଥାଏ l 
ଜିଲ୍ଲା ପ୍ରେସ କ୍ଲବ ର ଉପ ସଭାପତି ଲଳିତ ମୋହନ ମହାପାତ୍ର ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯକ୍ରମ ରେ ସମ୍ମିଳିତ କର୍ମଜୀବି ସାମ୍ୱାଦିକ ସଂଘ ସଭାପତି ପ୍ରକାଶ କୁମାର ହାତୀ, ଜିଲ୍ଲା ପ୍ରେସ କ୍ଲବ ଉପ ସଭାପତି ପ୍ରସନ୍ନ କୁମାର ପାଇକରାୟ, କୋଷାଧ୍ୟକ୍ଷ ଶୁଭକାନ୍ତ ମହାପାତ୍ର, କର୍ଣ୍ଣେଲ ଅରୁଣ କୁମାର ରାଉତରାୟ, ଆଦର୍ଶ ଥାନା ଅଧିକାରୀ ସଞ୍ଜୟ ନାୟକ,ପ୍ରବୀଣ ଭଞ୍ଜ, ରଞ୍ଜିତ ସାମନ୍ତରାୟ, ପ୍ରଭାତ ପାଣିଗ୍ରାହୀ, ଗୋପାଳ କୃଷ୍ଣ ପ୍ରଧାନ, ଗୋପାଳ କୃଷ୍ଣ ଦାସ, ସୟଦ ଲିୟାକତ ଅଲ୍ଲୀ,ବରିଷ୍ଠ ଆଇଜୀବୀ ଶକ୍ତି ଶଙ୍କର ମିଶ୍ର, ଲୋତକ ବିନ୍ଦୁ ପଟ୍ଟନାୟକ, ସମାଜ ସେବୀ ସଞ୍ଜୟ ପଟ୍ଟନାୟକ, ଶୋଭନ ଘୋଷ ପ୍ରମୁଖ ଉପସ୍ଥିତ ଥିବାବେଳେ, ପ୍ରେସ କ୍ଲବ ସମ୍ପାଦକ ଦିଲ୍ଲୀପ କୁମାର ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିଥଲେ lଖୋର୍ଦ୍ଧା ବ୍ଲଡ ବ୍ୟାଙ୍କ ଡାକ୍ତର ସୌରଭ ସୁନ୍ଦର ରାୟ, ଅରୁଣ କୁମାର ସାହୁ, ଝାନସି ରାଣୀ ପାତ୍ର, ଲକ୍ଷ୍ମୀ ପ୍ରିୟା ପ୍ରଧାନ, ଶ୍ରୀକାନ୍ତ କୁମାର ପ୍ରମୁଖ ଙ୍କ ସହାୟତାରେ ୪୬ ୟୁନିଟ ରୁ ଉର୍ଦ୍ଧ୍ବ ରକ୍ତ ସଂଗୃହିତ ହୋଇଥିଲା l

News Comment

You Might Also Like

BACK TO TOP