Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ପିତୃ ହତ୍ୟାକାରୀ ପୁତ୍ର ଗିରଫ |

16-Nov-2025

ପିତୃ ହତ୍ୟାକାରୀ ପୁତ୍ର ଥାନାରେ ଅଟକ।

ଓଡିଶ ଜନ ମତ,   କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର;

କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ଏ ବରିଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଅର୍ଥ ଲୋଭରେ ରମେଶ ସାହୁ ନାମକ ଜଣେ ଯୁବକ ନିଜ ପିତା ପଦ୍ମନାଭ ସାହୁକୁ ଛୁରୀ ରେ ଭୁଷି ହତ୍ୟା କରିଥିବା ବେଳେ ବଡ଼ଭାଇ ଛଡେଇବାକୁ ଆସି ସାନ ଭାଇ ର ମାଡ଼ରେ ଗୁରୁତର ଆହତ ହୋଇ ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ରମେଶ କୁ ଥାନାରେ ଅଟକ ରଖି ପଚରାଉଚରା କରୁଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମଦ୍ୟପ ରମେଶ ମଦ ପିଇବା ପାଇଁ ବାପା ର ଭତ୍ତା ଟଙ୍କା ମାଗି ବିଫଳ ହେବାପରେ ଏହି ଭଳି ହତ୍ୟାକାଣ୍ଡ କରିଛି ବୋଲି ଜଣାପଡିଛି।

News Comment

You Might Also Like

BACK TO TOP