Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଟ୍ରକଧକ୍କାରେ ଯୁବକଙ୍କ ମୃତ୍ୟୁ

16-Nov-2025

ଟ୍ରକ୍ ଧକ୍କାରେ ଯୁବକ ର ମୃତ୍ୟୁ 

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର, 
ଗୋଳନ୍ଥରା ଥାନା ଅର୍ନ୍ତଗତ କନିଷି ଢ଼ାବା ସାମ୍ନାରେ ଟ୍ରକ୍ ଓ ମୋଟରସାଇକେଲ ମୁହାଁମୁହିଁ ଧକ୍କା ଫଳରେ ଚିକିଟି ଗଡ ଅଞ୍ଚଳର ଗୁରୁବାରିଆ ଗୌଡ ନାମକ ଜଣେ ଯୁବକ ର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।ମୃତ ଯୁବକ ଜଣକ ନିଜ ମୋଟରସାଇକେଲ ରେ ବ୍ରହ୍ମପୁର କାର୍ଯ୍ୟକ୍ରମ ସାରି ଗାଁ କୁ ଫେରୁଥିବା ବେଳେ ଆନ୍ଧ୍ର ପ୍ରଦେଶ ଠାରୁ ଭୁବନେଶ୍ଵର ଯାଉଥିବା ଏକ ଟ୍ରକ୍ ମୁହାଁମୁହିଁ ଧକ୍କା ଦେଇଥିଲା। ଯାହା ଫଳରେ ଗୁରୁବାରିଆ ଘଟଣାସ୍ଥଳରୁ କିଛି ଦୁର ଛିଟିକି ଯାଇଥିଲା ଓ ଘଟଣାସ୍ଥଳରେ ହିଁ ତାର ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡ଼ିକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP