Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ହ୍ୟୁମାନ ସାଗର ଙ୍କ ବିୟୋଗ ଓଡିଶା ସଙ୍ଗୀତ ର ଅପୂରଣୀୟ କ୍ଷତି ||

18-Nov-2025

ହ୍ୟୁମାନ ସାଗର ଙ୍କ ମୃତ୍ୟୁ ରେ ଓଲିଉଡ୍ ଜଗତକୁ ଶକ୍ତ ଝଟକା,

ହଲିଉଡ଼ ଜଗତ ର ସଙ୍ଗୀତ କଣ୍ଠ ଶିଳ୍ପୀ ତଥା ପ୍ରଖ୍ୟାତ ସଙ୍ଗୀତ ଗାୟକ  ହ୍ୟୁମାନ ସାଗର ଙ୍କ ଅକାଳ ବିୟୋଗ ରେ ଓଡିଶା ଏକ ଲୋକପ୍ରିୟ ସଙ୍ଗୀତ କାର ଙ୍କୁ ହରାଇଦେଲା |  ଅଫେରା ରାଇଜରୁ ଆଉ ଫେରିବେନି ହ୍ୟୁମାନ ସାଗର | ଗତ କିଛିଦିନ ହେଲା ଲିଭର ଓ କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିଲେ ।ତେବେ ଖୁବ କମ ବୟସ ଅର୍ଥାତ 
୩୪ ବର୍ଷରେ ଆଖୁ ବୁଜିଲେ ହ୍ୟୁମାନ ସାଗର | ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଓ କେନ୍ଦ୍ରମନ୍ତ୍ରୀଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି | 
ବିରୋଧୀଦଳ ନେତା  ନବୀନ ପଟ୍ଟନାୟକମଧ୍ୟ ତାଙ୍କ ବିୟୋଗ ରେ ଶୋକ ପ୍ରକାଶ କରିଛନ୍ତି | ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଗତକାଲି ହୋଇ ଯାଇଛି । ଭୁବନେଶ୍ଵର ଏମ୍ଭରେ ତାଙ୍କ ଚିକିତ୍ସାଧୂନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ  ହେବ ତାଙ୍କ ସ୍ଵାସ୍ଥ୍ୟବସ୍ଥା ସଙ୍କଟାପନ୍ନ  ରହିଥିଲା । ଲିଭର ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ଵାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥ୍, ଥ୍ରୋମ୍ବୋସାଇଟୋ ପେନିଆ ଓ କୋଆଗୁଲୋପାଥ୍ରେ  ରୋଗ ରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିଲା। ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ ଙ୍କୁ ବଞ୍ଚେଇ ପାରିଲେନି ଶେଷରେ ସେ ମୃତ୍ୟୁ ବରଣ କରିଛନ୍ତି |  ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ । ହ୍ୟୁମାନ୍ ସାଗରଙ୍କ ସ୍ଵାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିଲେ ତାଙ୍କର  ଲକ୍ଷ ଲକ୍ଷ  ଫ୍ୟାନ୍ସ । ଅଧୂକ ଚିକିତ୍ସା ଲାଗି ତାଙ୍କୁ ରାଜ୍ୟ ବାହାରକୁ ନେବା ପାଇଁ ଯୋଜନା ରହିଥିଲା । ଏଥିପାଇଁ ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଥିଲେ ତାଙ୍କ ମାଅ ଓ ମାଉସୀ |  କଣ୍ଠଶିଳ୍ପୀ ହ୍ୟୁମାନ ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ଵାସ୍ଥ୍ୟବସ୍ଥା  ସଙ୍କଟ ପର୍ଣ୍ଣ ରହିଥିଲା । ସେଥିପାଇଁ ପତ୍ନୀ ଶ୍ରେୟାଙ୍କ ସୂଚନା ଅନୁଯାୟୀ ଗତ ୨୪ ପଣ୍ଟ ଘଣ୍ଟାରେ ହ୍ୟୁମନଙ୍କ ସ୍ଵାସ୍ଥ୍ୟରେ କୌଣସି ସୁଧାର ଆସିନଥିଲା  । ସ୍ୱାସ୍ଥ୍ୟବସ୍ଥା ନେଇ କ୍ତରଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । କିଛିଦିନ ତଳେ ଅସୁସ୍ଥ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ଜି କରା ଯାଇଥିଲା । ତାଙ୍କର ଲିଭରଓ କିଡ଼ନୀ ଖରାପଥିଲା | ତାଙ୍କ ମୃତ୍ୟୁ ରେ ଓଡିଶା ମୁ୍ୟୁଜିକ ଇଣ୍ଡଷ୍ଟ୍ରି କୁ ଶକ୍ତ ଝଟକା ଲାଗିଛି ଏବଂ ଗୋଟିଏ ବଡ଼ ଅପୂରଣୀୟ କ୍ଷତି ହୋଇଛି  | ଯାହାକୁ କି  ପୂର୍ଣ୍ଣ କରିବା  ବହୁତ କଷ୍ଟକର ହେବ |

News Comment

You Might Also Like

BACK TO TOP