Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ମୟୁରଭଞ୍ଜ ପର୍ଯ୍ୟଟକ ଙ୍କ ଗୋପାଳ ପୁର ରେ ହଜିଯାଇଥିବା ସ୍ଵର୍ଣ ଅଳଙ୍କାର ଫେରି ପାଇଲେ ||

19-Nov-2025

ହଜି ଯାଇଥିବା ସ୍ବର୍ଣ୍ଣ ଅଳଙ୍କାର ପର୍ଯ୍ୟଟକ ଫେରି ପାଇଲେ,

ଓଡିଶା ଜନ ମତ, ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ , 

ଗତ ଅକ୍ଟୋବର ୨୬ ତାରିଖରେ ମୟୁରଭଞ ଜିଲ୍ଲା କପ୍ତିପଦା  ଅଞ୍ଚଳର ଚନ୍ଦ୍ରକାନ୍ତ ସାହୁ ନିଜ ପରିବାର ସହ ଗୋପାଳପୁର ବେଳାଭୂମି ବୁଲି ଆସିଥିବା ବେଳେ ତାଙ୍କ ସ୍ତ୍ରୀ ବାଲି ଉପରେ ରଖିଥିବା ଭେନିଟି ବ୍ୟାଗ୍ ଟି ଅନ୍ତର୍ଦ୍ଧାନ ହୋଇ ଯାଇଥିଲା ଓ ଉକ୍ତ ବ୍ୟାଗ୍ ରେ ପ୍ରାୟ ୮ ଭରି ସ୍ବର୍ଣ୍ଣ ଅଳଙ୍କାର, କିଛି ନଗଦ ଟଙ୍କା ଓ ଏଟିଏମ୍ କାର୍ଡ ଥିଲା। କିନ୍ତୁ ପରିବାରର ସମସ୍ତେ ଉକ୍ତ ବ୍ୟାଗ୍ ଖୋଜି ପାଇନଥିଲେ। ପରବର୍ତ୍ତୀ ସମୟରେ ପର୍ଯ୍ୟଟକ ସାହୁ ଗତ ୧୭ ତାରିଖ ରେ ଗୋପାଳପୁର ଥାନା ରେ ଅଭିଯୋଗ ଦାଖଲ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ସୁଚିନ୍ତିତ ଅନୁଧ୍ୟାନ କରି ଗୋପାଳପୁର ସହର ନୁଆ ସାହିର ବି ରାମାରାଓ ନାମକ ଜଣେ ବ୍ୟକ୍ତି ଉକ୍ତ ବ୍ୟାଗ୍ ପାଇଥିବା ଜାଣି ତାଙ୍କ ଘରେ ପହଞ୍ଚି ଉକ୍ତ ବ୍ୟାଗ୍ ଜବତ କରି ଯାଞ୍ଚ କରିବା ବେଳେ କିଛି ସ୍ବର୍ଣ୍ଣ ଅଳଙ୍କାର ଅଛି ଓ ଆଉ କିଛି ଅଳଙ୍କାର ରାମାରାଓ ବ୍ୟାଙ୍କରେ ବନ୍ଧା ପକାଇ ଥିବା ଜଣାପଡିଥିଲା। ପୋଲିସର ହସ୍ତକ୍ଷେପ ପରେ ରାମାରାଓ ବ୍ୟାଙ୍କରେ ବନ୍ଧା ରଖିଥିବା ଅଳଙ୍କାର ଆଣି ପୋଲିସ କୁ ହସ୍ତାନ୍ତର କରି ସର୍ତମୂଳକ ଜାମିନ ରେ ଘରକୁ ଯାଇଥିଲେ। ଅପରପକ୍ଷରେ ପୋଲିସ ଏତଲାକାରୀ ଚନ୍ଦ୍ରକାନ୍ତ ସାହୁ କୁ ଡକାଇ ଉକ୍ତ ସ୍ବର୍ଣ୍ଣ ଅଳଙ୍କାର କୁ ଫେରାଇ ପ୍ରଶଂସା ର ପାତ୍ର ହୋଇ ପାରିଛନ୍ତି।

News Comment

You Might Also Like

BACK TO TOP