Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବ୍ରହ୍ମପୁର ବଡ଼ ବଜାର କୁଠାରି ମନ୍ଦିର ସାହିରେ ବିଧବା ମହିଳା ଙ୍କୁ ପ୍ରତାରଣା, ଅଭିଯୁକ୍ତ ଗିରଫ |

19-Nov-2025

ବିଧବା ମହିଳାକୁ ପ୍ରତାରଣା ଅଭିଯୁକ୍ତ ଗିରଫ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ବଡ଼ବଜାର ଥାନା ଅନ୍ତର୍ଗତ କୁଠାରି ମନ୍ଦିର ସାହିର ପ୍ରମୋଦ କୁମାର ନାୟକ ନାମକ ଜଣେ ଯୁବକ କୁ ଗିରଫ କରି ବଡ଼ବଜାର ପୋଲିସ କୋର୍ଟ ଚାଲାଣ କରିଛନ୍ତି। ଘଟଣାରୁ ପ୍ରକାଶ ଯେ ଉକ୍ତ ଅଞ୍ଚଳର ଜନୈକା ମହିଳାଙ୍କ ସ୍ବାମୀ କିଛି ବର୍ଷ ପୂର୍ବେ ମୃତ୍ୟୁ ବରଣ କରିଥିଲେ ଓ ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଯୁବକ ଜଣକ ମହିଳାଙ୍କ ସହିତ ସମ୍ପର୍କରେ ଆସିଥିଲେ ଓ ବିଭିନ୍ନ ପ୍ରଲୋଭନ ଦେଖାଇ ବିବାହ ର ପ୍ରତିଶୃତି ଦେଇ ଉକ୍ତ ମହିଳା ସହ ଶାରୀରିକ ସମ୍ପର୍କ ରଖିଥିଲା। କିନ୍ତୁ ଏହା ମଧ୍ୟରେ ବିବାହ କଥା ଗଡେଇ ନିଜର ସ୍ବାର୍ଥ ହାସଲ କରିଥିଲା। ଏହି ଭଳି ପରିସ୍ଥିତିରେ ମହିଳା ଜଣକ ବିବାହ ପାଇଁ ଜିଦ୍ କରିବାରୁ କିଛି ମାସ ହେଲା ଯୁବକ ଜଣକ ବିବାହ ପ୍ରତିଶ୍ରୁତି ରୁ ଓହରି ଯିବା ପରେ ପୀଡ଼ିତା ମହିଳା ଜଣକ ବଡ଼ବଜାର ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP