Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ସ୍କାଉଟ ଏବଂ ଗାଇଡ଼ସର କ୍ୟାମ୍ପ "ଉଡାଣ ` ଉଦଘାଟିତ |

19-Nov-2025

ସ୍କାଉଟସ୍ ଏବଂ ଗାଇଡସ୍‌ର କ୍ୟାମ୍ପ୍ “ଉଡାନ୍” ଉଦ୍‌ଘାଟିତ::25 ଜିଲ୍ଲାର 750 ରୁ ଉର୍ଦ୍ଧ ସ୍କାଉଟ ଗାଇଡି ଙ୍କ ଯୋଗଦାନ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ, 

ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଆନୁକୂଲ୍ୟରେ ରାଜ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ କ୍ୟାମ୍ପ “ ଉଡାନ୍” ତା୧୯.୧୧.୨୦୨୫ ରିଖ ସନ୍ଧ୍ୟା ୫ ଘଟିକା ସମୟରେ ଉଦ୍‌ଘାଟିତ ହୋଇଅଛି । ୨୫ ଗୋଟି ଜିଲ୍ଲାରୁ ୭୫୦ ରୁ ଊର୍ଦ୍ଧ୍ଵ ସ୍କାଉଟ, ଗାଇଡ୍ ଏହି କ୍ୟାମ୍ପରେ ଯୋଗଦାନ କରିଛନ୍ତି । ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ କାଳିପ୍ରସାଦ ମିଶ୍ରଙ୍କ ପୌରହିତ୍ୟରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବାବୁ ସିଂହ, ମାନ୍ୟବର ବିଧାୟକ ଭୁବନେଶ୍ଵର (ଏକାମ୍ର), ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ଆଇଏଏସ୍, ଯୋଜନା ଓ ଏକାଭିମୁଖତା ବିଭାଗ ଅତିରିକ୍ତ ସଚିବ ଏବଂ ସମ୍ମାନୀତ ଅତିଥି ଭାବେ ଶ୍ରୀଯୁକ୍ତ ବିରେନ୍ଦ୍ର କୋରକୋରା, ଆଇଏଏସ୍, ନିର୍ଦ୍ଦେଶକ ମାଧ୍ୟମିକ ଶିକ୍ଷା ପ୍ରଦୀପ ପ୍ରଜ୍ବଳନ କରି ଉକ୍ତ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ।
ରାଜ୍ୟ ମୁଖ୍ୟ କମିଶନର ଡଃ ମିଶ୍ର ଏହି “ ଉଡାନ୍” କ୍ୟାମ୍ପର ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ । ଏହି କ୍ୟାମ୍ପରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ସମନ୍ଵୟ ରକ୍ଷାକରି ପାରସ୍ପରିକ ସ୍ନେହ ଓ ବନ୍ଧୁତା ସ୍ଥାପନ ପୂର୍ବକ ସମାଜରେ ଭାଇଚାରାର ଭାବ ଉଦ୍ରେକ କରିବା ପାଇଁ ପ୍ରେରଣାଦାୟକ ହେବ ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସିଂହ ମତବ୍ୟକ୍ତ କରିଥିଲେ । ସେହିପରି ଶ୍ରୀମତୀ ନନ୍ଦ ଏବଂ ଶ୍ରୀଯୁକ୍ତ କୋରକୋରା ନିଜ ବକ୍ତବ୍ୟରେ କହିଥିଲେ ଯେ ପ୍ରତ୍ୟେକ କାର୍ଯ୍ୟରେ ଓଡିଶା ସଂଗଠନ ସବୁବେଳେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସୁଛି |
ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ଶାରୀରିକ କଳା ପ୍ରଦର୍ଶନ, ଯୋଗ, ବକ୍ତୃତା, ଖାଦ୍ୟମେଳା, ଦଳଗତ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି ।
ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ସ୍କାଉଟ ଓ ଗାଇଡ୍‌ମାନଙ୍କ ଦ୍ଵାରା ଆକର୍ଷଣୀୟ ନୃତ୍ୟ ପରିବେଷଣ କରାଯାଇଥିଲା ।

News Comment

You Might Also Like

BACK TO TOP