Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଭାରତ ଗ୍ୟାସ ଗ୍ରାମୀଣ ବିତରକ ସଙ୍ଘ ବୈଠକ,

21-Nov-2025

*ଭାରତ ଗ୍ଯାସ ଗ୍ରାମିଣ ବିତରକ ସଂଘ ବୈଠକ।* ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ ଖୋର୍ଦ୍ଧା, ଆଜି ଓଡିଶା ଭାରତ ଗ୍ଯାସ ଗ୍ରାମିଣ ବିତରକ ସଂଘର ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲା ଗ୍ରାମିଣ ବିତରକ ମାନଙ୍କର ଗୋଟିଏ ବୈଠକ ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ଠାରେ ଅନୁଷ୍ଠିତ ହୋଇ ଯାଇଅଛି।ସାରା ଓଡ଼ିଶା ଭାରତ ଗ୍ଯାସ ଗ୍ରାମିଣ ବିତରକ ସଂଘ ର ସଭାପତି ମନୋରଞ୍ଜନ ସାମନ୍ତରାୟଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧାନରେ ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ସମସ୍ତ ଭାରତ ଗ୍ଯାସ ଗ୍ରାମିଣ ବିତରକମାନେ ସକ୍ରିୟ ଅଂଶ ଗ୍ରହଣ କରି ସେମାନଙ୍କର ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିବା ସହିତ ମତାମତ ଉପସ୍ଥାପନ କରିଥିଲେ। ବୈଠକରେ ସଭାପତି ମନୋରଞ୍ଜନ ସାମନ୍ତରାୟ ଭାରତ ଗ୍ଯାସ ବିତରକମାନେ କିପରି ସେମାନଙ୍କ ଦାୟିତ୍ବକୁ ସୁଚାରୁ ରୂପେ ସମ୍ପାଦନ କରିପାରିବେ ଓ ସେମାନଙ୍କ ବିଭିନ୍ନ ସମସ୍ୟାର କିପରି ସମାଧାନ ହୋଇପାରିବ ସେ ବିଷୟରେ ବିଷଦ ଭାବେ ଆଲୋଚନା କରିଥିଲେ।ବୈଠକ ରେ ଖୋର୍ଦ୍ଧା ଜିଲ୍ଲାର ସଂଯୋଜକ ସୁକାନ୍ତ କୁମାର ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସଦସ୍ଯ ସୋମନାଥ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP