Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||     

ମାନ୍ୟବର କୋଦଳା ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ବଳତ୍କାର ମାମଲାରେ ଯୁବକଙ୍କୁ ନିର୍ଦୋଷ କଲେ |

23-Nov-2025

ବଳତ୍କାର ମାମଲା ରେ ନିର୍ଦୋଷ ରେ ଖଲାସ ପାଇଁ ରାୟ ପ୍ରକାଶ କଲେ ମାନ୍ୟବର  କୋଦଳା ଅତିରିକ୍ତ ଜିଲ୍ଲା ଦୌରାଜର୍ଜ

 ଓଡିଶା ଜନ ମତ,ବେଗୁନିଆପଡା 

ସୂର୍ଯ୍ୟ ନାରାୟଣ ବଡୁ, ta-23/11/25:

2022 ମସିହା ରେ କୋଦଳା ଥାନାରେ ରେ ଏକ ବଳତ୍କାର ମାମଲା ରୁଜୁ ହୋଇଥିଲା । କବିସୂର୍ଯ୍ୟନଗର ଅରବିନ୍ଦ ସାହିର ଶିବରାମ ବେହେରା ଜଣେ ମହିଳାଙ୍କୁ ବଳତ୍କାର କରିଥିବା ନେଇ ତାଙ୍କ ମା କୋଦଳା ଥାନାରେ ଏତଲା ଦେଇଥିଲେ। ଏହି ମାମଲାର ସମସ୍ତ ସାକ୍ଷୀ ଙ୍କ ବୟାନ କୁ ଆଧାର କରୀ ମାନ୍ୟବର କୋର୍ଟ ବିଚାରଣା ପରେ ଅଭିଯୁକ୍ତ ଶିବ ରାମ ବେହେରା ଙ୍କୁ ନିର୍ଦୋଷରେ ଖଲାସ ପାଇଁ ରାୟ ପ୍ରକାଶ କରିଛନ୍ତି କୋଦଳା ମାନ୍ୟବର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ବିଶ୍ୱ ରଞ୍ଜନ ବେହେରା । ଏହାକୁ ନେଇ ଶନିବାର ଅପରାହ୍ନ  ସମୟରେ କୋର୍ଟ ପରିସରରେ ସୂଚନା ଦେଇଛନ୍ତି  ଶିବରାମଙ୍କ ଆଇନଜିବି ଆଲୋକ କୁମାର ହୋତା  ।

News Comment

You Might Also Like

BACK TO TOP