Breaking News

ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||     

କୁମାରୀ ଗୁଣ ଜ୍ଞାନ ଓ ସ୍ୱାସ୍ଥ୍ୟ ଶିବିର,

24-Nov-2025

**କୁମାରୀ ଗୁଣ ଜ୍ଞାନ ଓ ସ୍ଵାସ୍ଥ୍ୟ ଶିବିର **

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଘିକୁଆଁରୀ ଗୁଣ ଜ୍ଞାନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଘୃତକ଼ୁମାରୀ ରସ ଲଗାଇଲେ ଅପକ୍ଵ ବ୍ରଣ , ଭାତୁଡ଼ି, ଅର୍ଶ, ଚର୍ମରୋଗ, ଆଲର୍ଜି, ଦାହ, ଜ୍ୱର ଓ ଅନାର୍ତ୍ତବ ଭଲ ହୁଏ।ପନ୍ଦର ଗ୍ରାମ ଲେଖାଏଁ ଖାଇଲେ କୃମି, ମୂତ୍ରକୃଚ୍ଛ୍ର, ଯକୃତ ପ୍ଲୀହା ରୋଗ,ଅନାର୍ତ୍ତବ, ସାମାନ୍ୟ ଦୁର୍ବଳ, ଶୁକ୍ର ଦୁର୍ବଳ, ଉପଦଂଶ, ପୁରୁଣା ଜ୍ୱର, ଚକ୍ଷୁ ଲାଲ ହେବା ଭଲହୁଏ। ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ ଶିବିର ପରିଚାଳନାରେ  କେ. ବାଳକୃଷ୍ଣ ପାତ୍ର ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ଏହାର ସୁଯୋଗ ନେବା ପାଇଁ 
ଡ଼l. ନକୁଳ ସାହୁ ଅନୁରୋଧ କରିଛନ୍ତି।ଫୋନ 9861450612,

News Comment

You Might Also Like

BACK TO TOP