Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ନିଶାଦ୍ରବ୍ୟ କୁ ନା ସୁସ୍ଥ ଜୀବନ କୁ ହଁ

25-Nov-2025

ନିଶାଦ୍ରବ୍ୟ କୁ ନାଁ ସୁସ୍ଥ ଜୀବନ କୁ ହଁ,

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ  ବଡୁ,

25/11/2025:

 ଆଜ  ଦିବା 1 ଘଟିକା ସମୟରେ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଭାରତ ସରକାର ଙ୍କ ତରଫରୁ  ଜୀବନ ଜ୍ୟୋତି ନିଶା ମୁକ୍ତ କେନ୍ଦ୍ର, ଭୈରବୀ କ୍ଲବ, ଖୋର୍ଦ୍ଧା ମାଧ୍ୟମରେ ଏକ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମକୁ ଦାସକାଠିଆ ମାଧ୍ୟମରେ ଗାୟକ ଶ୍ରୀଯୁକ୍ତ ଦୁର୍ଗାପ୍ରସାଦ ଦାଶ ଓ ବାୟକ ଶ୍ରୀଯୁକ୍ତ ବିଭୁତି ଭୂଷଣ ସାହୁ ମଞ୍ଚ ସଂଚାଳନ କରି ନିଶାମୁକ୍ତ ଜୀବନ ଓ ସମାଜ ଗଠନ ପାଇଁ ଛାତ୍ରଛାତ୍ରୀ ଙ୍କୁ ସଚେତନ କରାଇଥିଲେ lଆଜିର କାର୍ଯ୍ୟକ୍ରମ ରେ ଜୀବନ ଜ୍ୟୋତି ନିଶା ମୁକ୍ତ କେନ୍ଦ୍ର ଭୈରବୀ କ୍ଲୁବ ଖଲିକୋଟ ର ପ୍ରକଳ୍ପ ସଂଯୋଜକ ପ୍ରିୟବ୍ରତ ରାଉତରାୟ, ସାମାଜିକ କର୍ମୀ ଦେଵୀ ପ୍ରସାଦ ସେଠୀ ଓ ସୁମନ ବଡତ୍ୟା ଯୋଗଦେଇଥିଲେl କାର୍ଯ୍ୟକ୍ରମରେ ଏକାଡେମିକ ବର୍ଷର ଶ୍ରୀଯୁକ୍ତ ବିନୋଦ କୁମାର ମିଶ୍ର, ପ୍ରଶାସନିକ ଅଧିକାରୀ ଶ୍ରୀମତୀ ରଂଜୁବାଳା ନନ୍ଦ ଓ ଅନ୍ତର୍ନିହିତ ଗୁଣାବଳୀ ସଂଯୋଜକ ଶ୍ରୀ ସପନ କୁମାର ଦାଶ ସମେତ ଅନେକ ଅଧ୍ୟାପକ ଓ ଅଧ୍ୟାପିକା ଯୋଗଦେଇଥିଲେ lବହୂ ଛାତ୍ର ଛାତ୍ରୀ ଯୋଗଦେଇ ଏ କାର୍ଯ୍ୟକ୍ରମ କୁ ସଫଳ କରାଇଥିଲେ l

News Comment

You Might Also Like

BACK TO TOP