Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ବେଗୁନିଆପଡା ବ୍ଳକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ||

27-Nov-2025

ବେଗୁନିଆପଡା ବ୍ଲକ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ,

ଓଡିଶାଜନମତ,ନେଗୁନିଆପଡା,ସୂର୍ଯ୍ୟ ନାରାୟଣ ବଡୁ,

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ପରିସରରେ ମଙ୍ଗଳବାର ଦିନ ରାଜ୍ୟ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବ୍ଲକ ପ୍ରଶାସନ ତତ୍ୱାବଧାନରେ ଏକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।  ଭାରପ୍ରାପ୍ତ ଗୋଷ୍ଠୀ ଉର୍ନ୍ନୟନ ଅଧିକାରୀ ସସ୍ମିତା ଶତପଥି , ଏ ଵି ଡି ଓ ନିରଞ୍ଜନ ବେହେରା, ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ, ଵି ଏସ ଏସ ଓ ଦୁର୍ଗା ପ୍ରସାଦ ପଣ୍ଡା  ଏହି ଶିବିର ରେ ଯୋଗଦେଇ ଶିବିରର ଉଦେଶ୍ୟ, ସରକାରଙ୍କ ଯୋଜନା, ପାଇବାର ନିୟମାବଳୀ ଉପରେ ଆଲୋକପାତ କରିଥିଲେ  ।ଆଜି ର ଶିବିର ରେ 197 ଜଣ ପଞ୍ଜିକରଣ କରିଥିବା ବେଳେ 10 ଜଣଙ୍କୁ ଭତ୍ତା, ହ୍ଵିଲ ଚେୟାର 2 ଜଣ, ବ୍ଲାଇଣ୍ଡ ଷ୍ଟିକ ଜଣଙ୍କୁ, ବସ ରିହାତି ଜଣଙ୍କୁ ପ୍ରଦାନ  କରାଯାଇଥିଵା ଵି ଏସ ଏସ ଓ ଶ୍ରୀପଣ୍ଡା ଅପରାହ୍ନ 3 ଘଣ୍ଟ ସମୟରେ ସୂଚନା ଦେଇଥିଲେ । ମେଡିକାଲ ଷ୍ଟାଫ, କନିଷ୍ଠ ଯନ୍ତ୍ରୀ,  ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏଡିଈଓ, ଵି ଏଫ ଟି, ଜନପ୍ରତିନିଧି ଓ ବ୍ଲକ କର୍ମଚାରୀ ଏମ ଵି କେ,ସି ଆର ପି, ଅଗ୍ନିଶମ ଓ ପୋଲିସ କର୍ମଚାରୀ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP