Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କୋଦଳା କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳିତ ||

28-Nov-2025

କୋଦଳା କୋର୍ଟ ପରିସର ରେ ସମ୍ବିଧାନ ଦିବସ ପାଳିତ,

ଓଡିଶା ଜନ ମତ,ବେଗୁନିଆପଡାସୂର୍ଯ୍ୟ ନାରାୟଣ ବଡୁ, 

ଗଞ୍ଜାମ ଜିଲ୍ଲା କୋଦଳା କୋର୍ଟ ପରିସର ରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି ! ଏହି କାର୍ଯ୍ୟକ୍ରମ ରେ କୋଦଳା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ବିଶ୍ୱ ରଞ୍ଜନ ବେହେରା, ଯେଏମଏଫସି ଜଜ ଶୋଭନ କୁମାର ପଣ୍ଡା, ବରିଷ୍ଠ ଦେୱାନୀ ବିଚାରପତି ରେଖାରାଣୀ ପଣ୍ଡା ଉପସ୍ଥିତ ରହି ସମ୍ବିଧାନ ଦିବସ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ l ଭାରତ ର ସମ୍ବିଧାନ ସ୍ୱତନ୍ତ୍ର !ସମ୍ବିଧାନ ହେଉଛି ଗୋଟିଏ ରାଷ୍ଟ୍ର ର ଜାତକ ସଦୃଶ୍ୟ  !ଭାରତୀୟ ସମ୍ବିଧାନ 1949 ମସିହା ନଭେମ୍ବର 26 ରେ ଭୀମରାଓ ଆମ୍ବେଦକର ଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବେଳେ 26 ଜାନୁଆରୀ 1950 ରୁ କାର୍ଯ୍ୟକାରୀ ହୋଇଥିଲା !  ଆମ ଭାରତ ର ସମ୍ବିଧାନ ହେଉଛି ପୃଥିବୀ ର ସବୁଠାରୁ ଲମ୍ବା ଲିଖିତ ସମ୍ବିଧାନ, ଏହା ଲେଖିବାକୁ 2 ବର୍ଷ 11 ମାସ 18 ଦିନ ଲାଗିଥିଲା ଏବଂ ଏଥିରେ 22 ଟି ବିଭାଗ 395 ଟି ଧାରା ରହିଥିବା ବେଳେ ବର୍ତ୍ତମାନ ଏହା 470 ରେ ପହଁଚିଛି ଏବଂ 8 ଟି ତାଳିକା ରହିଛି ,2015 ମସିହା ଠାରୁ ନଭେମ୍ବର 26 ତାରିଖ କୁ ସମ୍ବିଧାନ ଦିବସ ରୂପେ ପାଳନ କରାଯାଉଛି, କାରଣ ସମସ୍ତ ଭାରତୀୟ ଙ୍କ ସମ୍ବିଧାନ ସମ୍ପର୍କ ରେ ଜାଣିବା ଆବଶ୍ୟକ !  ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଏପିପି ସୁବାଷ ଚନ୍ଦ୍ର ସାହୁ, ଏପିପି ସୁବ୍ରମଣୀ ଦାଶ ଙ୍କ ସମେତ, ବହୁ ଆଇନଜୀବୀ, କୋର୍ଟ କର୍ମଚାରୀ ଯୋଗଦେଇ ଏ କାର୍ଯ୍ୟକ୍ରମ କୁ ସଫଳ କରାଇଥିଲେ l

News Comment

You Might Also Like

BACK TO TOP