Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ହାଇୱା ଧକ୍କାରେ ଟ୍ରାକ୍ଟର ଇଂଜିନ ହେଲା ଦୁଇଭାଗ |

28-Nov-2025

ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମ ନିକଟରେ ଧାନମଳା ଯନ୍ତ୍ର ଲାଗିଥିବା ଏକ ଟ୍ରାକ୍ଟର୍ କୁ ଗୋଟିଏ ହାଇୱା ଧକ୍କା ଦେବା ଫଳରେ ଟ୍ରାକ୍ଟରର ଇଞ୍ଜିନ୍ ଦୁଇଫାଳ ହୋଇଯାଇଛି I ସୂଚନା ପ୍ରକାରେ ଜିଲିବା ଗ୍ରାମର ନିରଞ୍ଜନ ବିଷୋୟୀଙ୍କ ଧାନମଳା ଯନ୍ତ୍ର  ସହ OD32A6559 ନମ୍ବର ବିଶିଷ୍ଟ ଏକ ଟ୍ରାକ୍ଟର୍ ବିଲକୁ ଧାନ ମଳିବା ପାଇଁ ଯାଉଥିଲା ବେଳେ ଏହି ସମୟରେ ବାଲିପଦର ପଟୁ ଗୋଡ଼ି ବୋଝେଇ ରାଇକିଆ ଯାଉଥିବା OD32F3515 ନମ୍ବର ବିଶିଷ୍ଟ ଗୋଟିଏ ହାଇୱା ପଛପଟୁ  ଧକ୍କା ଦେଇଥିଲା I ହାଇୱା ମାଡ଼ରେ ଟ୍ରାକ୍ଟରଟିର ଇଞ୍ଜନ୍ ଦୁଇଫାଳ ହୋଇଯିବା ସହିତ ଟ୍ରାକ୍ଟର୍ ଚାଳକ ସାମାନ୍ୟ ଆହତ ହୋଇଛନ୍ତି I ଖବର ପାଇ ବେଲଗୁଣ୍ଠା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତ।

News Comment

You Might Also Like

BACK TO TOP