Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ମାନ୍ୟବର ରାଷ୍ଟ୍ରପତି ରାଜଭବନ କଳିଙ୍ଗ ଅତିଥି ନିବାସ ର ଉଦଘାଟନକଲେ |

29-Nov-2025

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନ ସଭା କୁ ଆସି ରାଜଭବନରେ ନବ ନିର୍ମିତ କଳିଙ୍ଗ ଅତିଥ୍ ନିବାସର ଉଦ୍‌ଘାଟନ କଲେ  |

        ଓଡିଶା ଜନ ମତ ବ୍ୟୁରୋ,

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରର ରାଜଭବନ ପରିସରରେ ନବ ନିର୍ମିତ କଳିଙ୍ଗ  ଅତିଥି ନିବାସର ଉଦଘାଟନ କରିଛନ୍ତି । ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାତି, ପ୍ରଥମ ମହିଳା ଜୟଶ୍ରୀ କମ୍ବମପାତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢୀ ଏବଂ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ  ହରିଚନ୍ଦନଙ୍କ ସମେତ ଅନେକ ଉଚ୍ଚପଦାଧୂ କାରୀ  ଯୋଗଦେଇଥିଲେ । ଭବନର ସବୁଜ ପରିବେଶ ମଧ୍ୟରେ ଅବସ୍ଥିତ କଳିଙ୍ଗ ଅତିଥି ନିବାସରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକଐତିହ୍ୟ ଓ ପାରମ୍ପରିକସ୍ଥାପତ୍ୟର ପ୍ରତିଫଳନ ହୋଇଛି । କଳିଙ୍ଗ ଅତିଥୁ ନିବାସରେ ବାହ୍ୟ ଏବଂ ଭିତର ପାର୍ଶ୍ଵ ଉଭୟ ଶାସ୍ତ୍ରୀୟ ଓଡ଼ିଆ କାରିଗରୀ ଆଧାରିତ ମୋଟିଫ୍, ଭାସ୍କର୍ଯ୍ୟ ଏବଂଡିଜାଇନ୍ ପ୍ରଦର୍ଶନ କରେ । ପ୍ରତ୍ୟେକ କୋଠରୀକୁ ଓଡ଼ିଶାର ପରିଚୟ ଏବଂ ସାଂସ୍କୃ ତିକ ଐତିହ୍ୟକୁ ପ୍ରତିଫଳିତ କରିବା ପାଇଁ ଚିନ୍ତନଶୀଳ ଭାବରେ ଡିଜାଇନ୍ କରାଯାଇଛି ।  ଅତିଥି ଭବନର ଉଦଘାଟନଏକ ଗୁରୁତ୍ବପୂର୍ଣ୍ଣ ଗର୍ବର ମୁହୂର୍ତ୍ତ  କାରଣ ଏହି  ପ୍ରକଳ୍ପର ଭିତିପ୍ରସ୍ତର  ସ୍ଥାପନ ପୂର୍ବରୁ ନିଜେ ମାନ୍ୟବର ରାଷ୍ଟ୍ରପତି କରିଥିଲେ ।

News Comment

You Might Also Like

BACK TO TOP