Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଆସନ୍ତା ମାସରେ ଏଲପିଜି ଗ୍ୟାସ ଦର କମିବା ନେଇ ଗଣ ମାଧ୍ୟମରେ ସୂଚନା ||

29-Nov-2025

ଡିସେମ୍ବର ଏକ ରୁ ଏଲ୍‌ପିଜି ଗ୍ୟାସ୍ ମୂଲ୍ୟ କମିବା ନେଇ ସୂଚନା ମିଳୁଛି |

      ଓଡିଶା ଜନ ମତ  ବ୍ୟୁରୋ

ଏଲପିଜି ଗ୍ୟାସ ବୃଦ୍ଧି ଯୋଗୁଁ ଖାଉଟିଙ୍କ ମନୋବଳ ଦୁର୍ବଳ ହୋଇଯାଏ | ବିଶେଷ କରି ଗରିବ ଲୋକଙ୍କ ମନରେ ଏକ ଶକ୍ତ ଧକ୍କା ଲାଗିଯାଏ, ଯେତେବେଳେ ଗ୍ୟାସ ଦର ବୃଦ୍ଧି ଶୁଣି  | ତେବେ ସେମାନଙ୍କ ପାଇଁ ଖୁସି ଖବର ଏଲପିଜି ଗ୍ୟାସ ଦର ଆସନ୍ତା ମାସରେ କିଛି କମିବ ବୋଲି କେନ୍ଦ୍ର ବିଭାଗରୁ ସୂଚନା ମିଳିଛି | ପତି ମାସର ପ୍ରଥମ
ତାରିଖକୁ ନେଇ ଦେଶବାସୀ ସାମାନ୍ୟ ଭୟଭୀତ ହୋଇପଡିଥାନ୍ତି । କାରଣ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ସମ୍ପର୍କୀତ ଯାହାକିଛି ବି ବଡ଼ ଘଟଣା ଘଟେ ସେସବୁ ପ୍ରତ୍ୟେକ ମାସର ପହିଲା ତାରିଖରେ ଦେଖୁବାକୁ ମିଳିଥାଏ ଏଲ୍‌ପିଜି ଗ୍ୟାସ୍ ଦାମ୍ ବୃଦ୍ଧି କ୍ଷେତ୍ରରେ ଏହା ଖାଉଟିମାନଙ୍କ ପକେଟ୍ ଉପରେ ଗୁରୁତର ଭାବେ ପ୍ରଭାବ ପକାଇଥାଏ। କିନ୍ତୁ ଏଥର ଆସନ୍ତା ମାସ ଅର୍ଥାତ୍ ଡିସେମ୍ବର ପ୍ରହିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ୨୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ଆଶା କରାଯାଉଛି। ଏହି ପରିମାଣର ହ୍ରାସ ନିଶ୍ଚିତ ଭାବରେ ଗ୍ରାହକମାନଙ୍କୁ ମୁଦ୍ରାସ୍ପିତିରୁ କିଛି ଆଶ୍ବସ୍ତି ପ୍ରଦାନ କରିବ । ମୂଲ୍ୟ ହ୍ରାସ ସମ୍ପର୍କରେ ଏପର୍ଯ୍ୟନ୍ତ ଯଦିଓ ସରକାରୀ ସ୍ତରରେ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ କିନ୍ତୁ ଦେଶର ଅନେକ ଗଣମାଧମ ସଂସ୍ଥା ସେମାନଙ୍କ ରିପୋର୍ଟରେ ଏପରି ଦାବି କରୁଥିବାର ଦେଖ‌ିବାକୁ ମିଳୁଛି । ଯଦି ଏହା ସତ ହୁଏ  ତେବେ ଗରିବ ପରିବାର ବିଶେଷ କରି ଖୁସିବ୍ୟକ୍ତ କରିବେ |

News Comment

You Might Also Like

BACK TO TOP