Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

କୋଦଳା ଏନଏସି ଅଫିସି ରେ ସାମ୍ବାଦିକ ଙ୍କୁ ମାଡ଼ ଘଟଣାରେ ଅଫିସିରୁ ଶିଶିଟିଭି ତଥ୍ୟ ଗାଏବ |

30-Nov-2025

କୋଦଳା ଏନଏସି କାର୍ଯ୍ଯାଳୟ ପରିସରରେ ସାମ୍ବାଦିକଙ୍କୁ ଆକ୍ରମଣ,ସିସିଟିଭି ତଥ୍ୟ ଗାୟବ ସୂଚନା,
ଅଡୁଆରେ ଏନ୍ ଏ ସି ଅଧ୍ୟକ୍ଷ ଓ ଇଓ,
୨୪ ଘଣ୍ଟା ମଧ୍ୟରେ ଗିରଫ ପାଇଁ ଦାବି କଲା ଜିଲ୍ଲା ସାମ୍ବାଦିକ ସଂଘ

  ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ, (୩୦/୧୧ /୨୦୨୫:
କାର୍ଯ୍ଯରତ ସାମ୍ବାଦିକଙ୍କୁ ସରକାରୀ କାର୍ଯ୍ୟାଳୟ ପରିସରରେ ଆକ୍ରମଣ। ଆକ୍ରମଣରେ ଲହୁ ଲୁହାଣ ହୋଇ ଚିକିତ୍ସିତ ହେଉଛନ୍ତି ଆହତ ସାମ୍ବାଦିକ। ଗଞ୍ଜାମ ଜିଲ୍ଲା କୋଦଳା ଏନଏସି କାର୍ଯ୍ଯାଳୟ ପରିସରରେ ସାମ୍ବାଦିକ ଭଗବାନ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ କୋଦଳା ଥାନାରେ ରୁଜୁ ହୋଇଛି ମାମଲା। ମାମଲାରେ ମୁଖ୍ୟ ଅଭିଯୁକ୍ତ ଭାବେ କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ, କାର୍ଯ୍ଯ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ରଥ, ବିକାଶ ସ୍ବାଇଁ ଓ ଡାକ ସ୍ବାଇଁଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେକୋଦଳା ଥାନା କେସ ନ 784-29/112025 ରେ ୮ ଗୋଟି ଦଫା ଲଗାଇ ପୋଲିସ ତଦନ୍ତ ଆରମ୍ଭ କରି ଦେଇଛି। ସେପଟେ ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରିଛି ଜିଲ୍ଲା ସାମ୍ବାଦିକ ସଂଘ। ଗତକାଲି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୬୦ ରୁ ଉର୍ଦ୍ଧ୍ବ ସାମ୍ବାଦିକ କୋଦଳା ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଥାନା ଅଧିକାରୀଙ୍କୁ ଦାବି କରିଥିଲେ। ଅଭିଯୁକ୍ତ ମାନଙ୍କୁ ୨୪ ଘଣ୍ଟା ଭିତରେ ଗିରଫ କରା ନଗଲେ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ସାମ୍ବାଦିକ ମାନେ। ଏପଟେ ସାମ୍ବାଦିକ ଭଗବାନ ପାଢୀଙ୍କୁ ଆକ୍ରମଣ ବେଳର ସିସିଟିଭି ଫୁଟେଜ ଗାଏବ୍ ହୋଇ ଯାଇଥିବା ଏକ ବିଶ୍ବସ୍ତ ସୂତ୍ରରୁ ଜଣାପଡିଛି। ଟେଣ୍ଡର ପ୍ରକ୍ରିୟା ଚାଲିଥିବା ବେଳେ ଘଟଣା ଘଟିଥିଲା। ଏହି ସମୟର ପୋଲିସ କୁ କାହିଁକି ଜଣାଇ ନଥିଲେ ଏବଂ ସିସିଟିଭି ଫୁଟେଜ ଗାଏବ୍ କିପରି ହେଲା ତାକୁ ନେଇ ପ୍ରଶ୍ନ ଉଠାଯାଇଛି। କୋଦଳା ଏନଏସି ରେ ପ୍ରତି ଯୋଜନାରେ ସରକାରୀ ଅର୍ଥ ହରିଲୁଟ୍ ହେଉଥିବା ନେଇ କିଛି କାଉସିଲର ମଧ୍ୟ କହିଛନ୍ତି। ସୁଚିନ୍ତିତ ଷଡଯନ୍ତ୍ର କରି ପ୍ରମାଣ ନଷ୍ଟ କରା ଯାଉଥିବା ନେଇ ସନ୍ଦେହ ବଢିଛି । ଏଣୁ ଜିଲ୍ଲା ପ୍ରଶାସନ, ଡୁଡା କାର୍ଯ୍ୟାଳୟ ଏନେଇ କଠୋର ଆଭିମୁଖ୍ୟ ଗ୍ରହଣ କରିବା ଆବଶ୍ୟକ ରହିଛି ବୋଲି ସହରବାସୀ ମତ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ମାନଙ୍କୁ ଗିରଫ କରି ତୁରନ୍ତ କୋର୍ଟ ଚାଲାଣ କରା ନଗଲେ ଗଞ୍ଜାମ ଜିଲ୍ଲା ଏସପି, ଜିଲ୍ଲାପାଳଙ୍କ ସହ ଆବଶ୍ୟକ ହେଲେ ଶତାଧିକ ସାମ୍ବାଦିକ ରାଜ୍ଯ ପୋଲିସ ମହାନିର୍ଦ୍ଦେଶକକଂ କାର୍ଯ୍ୟାଳୟର ଦ୍ବାରସ୍ଥ ହେବେ ବୋଲି ଜିଲ୍ଲା ସଂଘ ପକ୍ଷରୁ କୁହାଯାଇଛି। ପୋଲିସ ନିରପେକ୍ଷ ତଦନ୍ତ କରିବାକୁ ଦାବି ହୋଇଛି।ଏ ନେଇ ଏନଏସି ନେଇ କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣ ଚନ୍ଦ୍ର ରଥଙ୍କ ସହିତ ଯୋଗାଯୋଗ ପରେ ସେ କହିଥିଲେ ଯେ ମୁଁ ଦିନ 2 ଘଣ୍ଟ ସମୟ ରୁ କାର୍ଯ୍ୟାଳୟ ରେ ନଥିଲି ମୋର ଏଥିରେ କୌଣସି ସମ୍ପୃକ୍ତି ନାହିଁ, କିଛିଦିନ ହେବ ସିସିଟିଭି ଅକାମୀ ହୋଇଯାଇଛି, ରିପେର କରିବା ପାଇଁ ବଡ଼ବାବୁଙ୍କୁ ନିର୍ଦ୍ଦେଶ ଦେଇଥିଲି  !

News Comment

You Might Also Like

BACK TO TOP