Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବିଶ୍ୱ ଏଡ଼ସ ଦିବସ ପାଳିତ |

01-Dec-2025

ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ବିଶ୍ୱ ଏଡସ ଦିବସ ପାଳିତ,

ଓଡିଶା ଜନ ମତ , କୋଦଳା, ସୂର୍ଯ୍ୟ ନାରାୟଣ ବଡୁ,

ସୋମବାର ଦିବା  11 ଘଟିକା ସମୟରେ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ବିଶ୍ୱ ଏଡସ ଦିବସ ମହାବିଦ୍ୟାଳୟ ର ଅଧକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ହୋଇଯାଇଛିl ପ୍ରାରମ୍ଭରେ ପ୍ରଶାସନିକ ଅଧିକାରୀ ଶ୍ରୀମତୀ ରଂଜୁବାଳା ନନ୍ଦ କାର୍ଯ୍ୟକ୍ରମ  ସମ୍ପର୍କେ ମତାମତ ରଖିଥିଲେ l ଏଡସ ର ନିରାକରଣ ନିମନ୍ତେ ସଚେତନତା ର ବାର୍ତା ଅଧ୍ୟକ୍ଷ ଦେଇଥିଲେ lଅନ୍ତର ନିହିତ ଗୁଣାବଳୀ ସଂଯୋଜକ ଶ୍ରୀ ସପନ କୁମାର ଦାଶ, ଜାତୀୟ ସେବା ଯୋଜନା ର କାର୍ଯ୍ୟକ୍ରମ ଅଧିକାରୀ ( ବାଳକ ୟୁନିଟ )ଡକ୍ତର ପ୍ରଦୀପ କୁମାର ପଣ୍ଡା ଓ ( ବାଳିକା ୟୁନିଟ ) ଶ୍ରୀମତୀ ସାଗରିକ ଦାଶ, ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ ର ସଂଯୋଜକ ଶ୍ରୀ ଭବାନୀ ଶଙ୍କର ଆଚାର୍ଯ୍ୟ ଆଦି ଯୋଗଦେଇ ଏ କାର୍ଯ୍ୟକ୍ରମ ର ବିଭିନ୍ନ ଦିଗ ଉପରେ ବର୍ଣ୍ଣନା କରିଥିଲେl ସୁଶ୍ରୀ ଜ୍ୟୋତି ପ୍ରଭା ସେଠୀ, ସୁଶ୍ରୀ ଜସ୍ମିନ ଦତ୍ତ, ଯୁକ୍ତ ତିନି ଦ୍ୱିତୀୟ ବର୍ଷ ଛାତ୍ରୀ ଏ ଦିବସ ର ମହତ୍ୱ ସମ୍ପର୍କରେ କହିଥିଲେ lଆଜିର ସଭା କାର୍ଯ୍ୟକୁ ଅଧ୍ୟାପିକା ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ସଂଯୋଜନା କରିଥିଲେl  ଜାତୀୟ ସେବା ଯୋଜନା ଓ ୟୁଥ ରେଡ  କ୍ରସ ର ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ  ଙ୍କୁ ନେଇ ବିଶ୍ୱ ଏଡସ ଦିବସ  ପାଳନ ସଫଳ ହୋଇଥିଲା lପରିଶେଷରେ ଅଧ୍ୟାପକ ଶ୍ରୀ ଭବାନୀ ଶଙ୍କର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେl

News Comment

You Might Also Like

BACK TO TOP