Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଏଡସ ସଚେତନତା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

01-Dec-2025

*ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର *

ଓଡିଶା ଜନ ମତ ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ବିଶ୍ଵ ଏଡସ ଦିବସରେ ଏଡସ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଏଡସକୁ ଆୟୁର୍ବେଦରେ  ଓଜଃକ୍ଷୟ କୁହାଯାଏ। ଓଜଃ ବା ଇମ୍ୟୁନିଟି କମିଗଲେ ସମସ୍ତ ଜୀବାଣୁ ଭୂତାଣୁ ବ୍ୟାପିବା ସହଜ ହୁଏ। ଏଚ୍ ଆଇ ଭି ଭୂତାଣୁ ସଂକ୍ରମଣ ଦ୍ଵରା ଏହି ରୋଗ ହୁଏ। ଅଶୋଧିତ ଛୁଞ୍ଚି,ଏଡସ ରୋଗୀର ରକ୍ତ ନେବା, ଆକ୍ରନ୍ତ ସହ ଯୌନ ସମ୍ପର୍କ, ଆକ୍ରାନ୍ତ ମା ଠାରୁ ଜନ୍ମିତ ଶିଶୁ ଏଡସ ରୋଗାକ୍ରାନ୍ତ ହୁଅନ୍ତି। ଇମ୍ମ୍ୟୁନିଟି କ୍ଷୟ ଅଧିକ ଧାତୁକ୍ଷୟ,ଉତ୍ତମ ଖାଦ୍ୟ ଅଭାବ, ଚିନ୍ତା, କ୍ରୋଧ ଦ୍ଵାରା ହୁଏ। ସରକାରୀ ସ୍ତରରେ ସମସ୍ତ ଚିକିତ୍ସା ଯୋଗାଇ ଦିଆଯାଉଛି ଏହାର ସୁଯୋଗ ନିଅନ୍ତୁ।ପ୍ରତିଦିନ ଯୋଗ ଆସନ ପ୍ରାଣାୟାମ କରନ୍ତୁ।  ସବୁ କାରଣ ଗୁଡ଼ିକ ଛାଡି ପ୍ରତିଦିନ ଆଧୁନିକ ଚିକିତ୍ସା ସହ ଇମ୍ୟୁନିଟି ବୃଦ୍ଧି ଓ ଉପଦ୍ରବ ଶାନ୍ତି ପାଇଁ ଗୁଳୁଚି, ତୁଳସୀ, ନିମ୍ବ, ବେଲ ପତ୍ର ଓ ଅଶ୍ଵଗନ୍ଧା ଚେର ଖାଆନ୍ତୁ। 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ। ସମାଜସେବୀ ଶ୍ରୀନିବାସ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP