Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଭୁବନେଶ୍ୱର ବିଏମସି ରେ 500 ଏକର ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିଙ୍କ ହାତରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଙ୍କ ବିଧାନ ସଭାରେ ସୂଚନା |

02-Dec-2025

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳ ରେ ୫୦୦ ଏକର ସରକାରୀ ଜମି ଜବରଦଖଲ କୁ ଉଛେଦ କରାଯିବ,

        ଓଡିଶା ଜନ ମତ  ବ୍ୟୁରୋ,

ପ୍ରତେକ ସହର, ନଗର ଓ ବ୍ଳକ ଏନଏସି, ବିଏମସି ରେ କିଛି ଧନୀକ ଶ୍ରେଣୀର ବ୍ୟକ୍ତି କିମ୍ବା ମଧ୍ୟବିତ୍ତ ଅବା ଗରିବ ଶ୍ରେଣୀର ବ୍ୟକ୍ତି ବିଶେଷ  ମାନେ ଚଞ୍ଚକତାକରି  ବହୁ ସରକାରୀ ଜମି ନିଜ ନାମରେ ତହସିଲଦାର ଙ୍କ ଅଫିସି ରେ କିଛି ମାଫିଆ କର୍ମଚାରୀ ଙ୍କ ସହଯୋଗ ରେ ଯୋଗାଯୋଗ କରି କିଛିଜମି ନିଜ ନାମରେ କରିଦେଇଛନ୍ତି | ଯାହାଫଳରେ ଯେତେବେଳେ ସରକାର ଙ୍କ କିଛି ଅଫିସ ଓ ଅନ୍ୟନ୍ୟ କୋଠାବାଡି ପାଈଁ ସ୍ଥାନର ଅଭାବ ଦରକାର ହୁଏ ସେତେବେଳେ ଜମିର ଅଭାବ ପରିଲକ୍ଷିତ ହୋଇଥାଏ | ତେବେ ରାଜ୍ୟର ରାଜଧାନୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମଧ୍ୟ ଜମି କିଛିଲୋକ ଜମି ନିଜ ନାମରେ କରିଦେଇଛନନ୍ତି ବୋଲି ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଙ୍କ ଦପ୍ତର ରୁ ସୂଚନା ମିଳିଛି | ତେବେ ବିଏମ୍‌ସି ଅଞ୍ଚଳରେ ଜବରଦଖଲ ହୋଇଛି ୫୦୦ ଏକର ସରକାରୀ ଜମି। ବିଧାନସଭାରେ ଉତ୍ତର ରଖ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ବାପୁଜିନଗର, ଅଶୋକ ନଗର, ଗଙ୍ଗନଗର, ସହିଦ ନଗର, ସୂର୍ଯ୍ୟ ନଗର, ବମିଖାଲ, ଝାରପଡ଼ା, ପଟିଆ ଅଞ୍ଚଳରେ ଅଧିକାଂଶ ଜବରଦଖଲ ହୋଇଛି। ପ୍ରଭାବଶାଳୀ ବ୍ୟକ୍ତି ସରକାରୀ ଜମିହାତେଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି । ସରକାର ଏକ କମିଟି ଗଠନ କରି ଖୁବ୍‌ଶୀସ୍ଥ ଜବରଦଖଲ ଉଚ୍ଛେଦ କରିବେ। ଚଳିତ ବର୍ଷ ୭୦ ଏକର ସରକାରୀ ଜମିରୁ ଜବରଦଖଲ ମୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗକୁ ଏହି ପ୍ରକ୍ରିୟା ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି ।

News Comment

You Might Also Like

BACK TO TOP