Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ବେଆଇନ ଅର୍ଥ କାରବାର ଅଭିଯୋଗ ରେ 5ଗିରଫ |

03-Dec-2025

ବେଆଇନ୍ ଅର୍ଥ କାରବାର ଅଭିଯୋଗରେ ୫ ଗିରଫ |

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅର୍ନ୍ତଗତ ଶାଙ୍କୁଡା ଗ୍ରାମ ର ଶୁଶାନ୍ତ ସାହୁ ନାମକ ଜଣେ ଯୁବକ ବିଭିନ୍ନ ପ୍ରଲୋଭନ ଦେଖାଇ ଶତାଧିକ ଲୋକଙ୍କ ଠାରୁ ବିପୁଳ ପରିମାଣର ଟଙ୍କା ଆତ୍ମସାତ ଅଭିଯୋଗରେ ପୋଲିସ ଶୁଶାନ୍ତ ସମେତ ସେହି ଗ୍ରାମର ଅନ୍ୟ ୪ ଜଣ ଯଥା ବିମଳ ସାହୁ, ପବିତ୍ର ସାହୁ,ସୁଦାମ ପାତ୍ର ଓ ପ୍ରଦୀପ ଦାସ ନାମକ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ଶୁଶାନ୍ତ ବ୍ରହ୍ମପୁର ସହରରେ ରହି ଏହି ଭଳି ବେଆଇନ କାରବାର କରୁଥିବା ବେଳେ ଏହି କାରବାରରେ ରାୟପୁର ଅଞ୍ଛଳର ଜଣେ ଯୁବକ ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଛି ଓ ପୋଲିସ ତା ଉପରେ ତୀକ୍ଷଣ ନଜର ରଖିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଗତ ୪ ବର୍ଷ ହେଲା ଶୁଶାନ୍ତ ଏହି ଭଳି କାରବାର ଚଳାଇ ପ୍ରାୟ ୮୦ ବ୍ୟାଙ୍କରେ ବିଭିନ୍ନ ବ୍ୟବସାୟ ଅନୁଷ୍ଠାନ ନାମରେ ଏକାଉଣ୍ଟ୍ ଖୋଲି ନୀରିହ ଲୋକଙ୍କୁ ଠକି ଚାଲିଥିବା ଗତ ନଭେମ୍ବର ୨୮ ତାରିଖ ରେ ବେଗୁନିଆପଡ଼ା ଥାନା ରେ ଅଭିଯୋଗ ହୋଇଥିଲା ଓ ପୋଲିସ ଅଭିଯୋଗ ଗ୍ରହଣ କରି ଥାନା ଅଧିକାରୀ ଭଗବାନ ପୁଜାରୀ ଙ୍କ ନେତୃତ୍ବରେ ଏକ ଟିମ୍ ବିଭିନ୍ନ ସ୍ଥାନରେ ଚଢାଉ କରି ଉକ୍ତ ସମସ୍ତ ଅଭିଯୁକ୍ତଙ୍କୁ କାବୁ କରି ସେମାନଙ୍କଠାରୁ ଏ ଟି ଏମ୍ କାର୍ଡ୍, ପାସ୍ ବୁକ୍, ଲାପଟପ୍ ମୋବାଇଲ ଫୋନ ଜବତ୍ କରିଛନ୍ତି। ଗତକାଲି ସନ୍ଧ୍ୟାରେ ଅଭିଯୁକ୍ତ ମାନଙ୍କୁ ଗିରଫ ବିଷୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ଓ ଉକ୍ତ କାର୍ଯ୍ୟକ୍ରମରେ ଥାନା ଅଧିକାରୀ ଭଗବାନ ପୁଜାରୀ, ଏସ୍ ଡି ପି ଓ ସୁଜିତ୍ କୁମାର ନାୟକଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ମାନେ ଉପରିସ୍ଥ ଥିଲେ।

News Comment

You Might Also Like

BACK TO TOP