Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପୋଲସରା ରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳିତ |

04-Dec-2025

ପୋଲସରାରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ।

ଓଡ଼ିଶା ଜନମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା.୦୪/୧୨/୨୦୨୫:

 ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସମଗ୍ର ବିଶ୍ୱରେ ଡିସେମ୍ବର ମାସ ୩ ତାରିଖ ଦିନ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ ହୋଇ ଆସୁଥିବା ବେଳେ ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଶ୍ରୀ ବାଲୁକେଶ୍ବର ଉଚ୍ଚ ବିଦ୍ୟାଳୟ ରାଣିପଡା ଠାରେ ଏହି ଦିବସ ପାଳିତ ହୋଇଯାଇଛି। ଅନ୍ତନିବେର୍ଶି ଶିକ୍ଷା ବିଭାଗ,ସମଗ୍ର ଶିକ୍ଷା,ଗଂଜାମ ଆନୁକୁଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମଟିକୁ ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀ  ଶ୍ରୀହର୍ଷବାବୁ ଖାଡଙ୍ଗା ସଭାପତିତ୍ବ କରିଥିଲେ। ଏଥିରେ ସ୍ଥାନୀୟ ଆଞ୍ଚଳିକ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କୁମାର ପରମଗୁରୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଶୁଭ ଉଦଘାଟନ କରିଥିବା ବେଳେ ମୁଖ୍ୟ ବକ୍ତାଭାବେ ଏବିଇଓ ସ୍ୱରୂପ କୁମାର ପାତ୍ର,ଆୟୋଜକ ଅନୁଷ୍ଠାନର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମୁଦୁଲି ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାଣୀପଡାର ପ୍ରଧାନ ଶିକ୍ଷକ ବଳରାମ ବେହେରା ପ୍ରମୁଖ ସମ୍ମାନୀତ ଅତିଥିଭାବେ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ଅବସରରେ ଅତିଥିମାନେ "ପ୍ରୟାସ" ପୃଷ୍ଟିକାକୁ ଉନ୍ମୋଚନ କରିଥିଲେ। ପରେ  ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ମ୍ୟୁଜିକ୍ ଚେୟାର ଓ ବାସ୍କେଟବଲ୍ ଥ୍ରୋ ଆଦି ପ୍ରତିଯୋଗିତା ଏବଂ ପିଲାମାନଙ୍କୁ ନେଇ ସହରରେ ଏକ ସଚେତନ ରାଲି କରାଯାଇଥିଲା। ପରେ ପୂର୍ବତନ ସିଆରସିସି ଜଗନ୍ନାଥ ପଣ୍ଡାଙ୍କ ମଂଚ ପରିଚାଳନାରେ ଉକ୍ତ ମଞ୍ଚାସିନ ଅତିଥିବୃନ୍ଦ ଦିବ୍ୟାଙ୍କ ମାନଙ୍କୁ ବୋଝ ମନେ ନ କରି ନିଜର ବୋଲି ଭାବି ସେମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ବିକଶିତ କିଭଳି ଭାବେ କରାଯାଇପାରିବ, ଯଦ୍ଵାରା ସେମାନେ ଅକ୍ଷମତାରୁ ବାହାରି ଆତ୍ମ ସମ୍ମାନର ସହିତ ନିଜର ଭବିଷ୍ୟତ ଉଜ୍ଜଳ କରିବାର ସୂଯୋଗ ପାଇପାରିବେ ଏଥିପାଇଁ ସରକାର ନିରନ୍ତର ପ୍ରୟାସ ଜାରିରଖିଛନ୍ତି। କିନ୍ତୁ ଏମାନଙ୍କୁ ସମାଜରେ ଜଣେ ଜଣେ ପ୍ରତିଷ୍ଠିତ ନାଗରିକଭାବେ ପ୍ରତିଷ୍ଠିତ କରିବାକୁ ହେଲେ ମୁଖ୍ୟତ ଅଭିଭାବକ ମଣ୍ଡଳୀର ଯଥେଷ୍ଠ ସହଯୋଗ ଆବଶ୍ୟକ ବୋଲି କହିଥିଲେ। ପରେ ଏନଏସି ଏବଂ ୨୬ ଗୋଟି ଗ୍ରାମ ପଞ୍ଚାୟତର ବିଭିନ୍ନ ସରକାରୀ ବିଦ୍ୟାଳୟ ଗୁଡିକରୁ ଅଭିଭାବକ ମାନଙ୍କ ସହିତ ଆସିଥିବା ଉପସ୍ଥିତ ୧୦୨ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୯ ଜଣ କୃତି ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କୁ ସ୍ଵତନ୍ତ୍ର ଭାବେ ପ୍ରଶ°ସାପତ୍ର,ଟ୍ରଫି ଓ ଶିତବସ୍ତ୍ର ପ୍ରଦାନ କରାଯାଇଥିବା ବେଳେ ବାକି ଅନ୍ୟ ସମସ୍ତଙ୍କୁ ଶିତବସ୍ତ୍ର ଦିଆଯାଇଥିଲା। ଏଥିସହ ସମସ୍ତଙ୍କୁ ଗସ୍ତଖର୍ଚ୍ଚ ମଧ୍ୟ ଦିଆଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମସ୍ତ ଅତିଥିବୃନ୍ଦଙ୍କୁ ସ୍ବାଗତ ଏବଂ ସମ୍ବର୍ଦ୍ଧନା ଦିଆଯାଇଥିଲା। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମଟିକୁ ବିଆରଟି ଉପେନ୍ଦ୍ର କୁମାର ସେଠୀ ଓ କମଳିନୀ ମହାପାତ୍ର ମିଳିତଭାବେ ପରିଚାଳନା କରିଥିବାବେଳେ ସମସ୍ତ ଅନ୍ତର୍ନିବେଶୀ ସ୍ବେଛାସେବୀଙ୍କ ସମେତ ସମସ୍ତ ସିଆରସିସିମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP