Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ର ଅଧ୍ୟାପିକା ସ୍ଵାଗତିକା ଦାଶ ଙ୍କ ଡକ୍ଟରେଟ ଉପାଧି ଲାଭ

04-Dec-2025

ତାରାତାରିଣୀ ମହାବିଦ୍ୟାଳୟର ଅଧ୍ୟାପିକା ସ୍ୱାଗତିକା ଦାଶଙ୍କୁ ଡକ୍ଟରେଟ୍ ଉପାଧି

      ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର, ତାରାତାରିଣୀ ମହାବିଦ୍ୟାଳୟ ର ଇତିହାସ ବିଭାଗର କୁଶଳ ଓ କର୍ତ୍ତବ୍ୟନିଷ୍ଠ ଅଧ୍ୟାପିକା ସୁଶ୍ରୀ ସ୍ୱାଗତିକା ଦାଶ ଡକ୍ଟରେଟ୍ (Ph.D.) ଉପାଧି ଅର୍ଜନ କରିଛନ୍ତି। ସେ ନିଜର ଗବେଷଣା ଶୀର୍ଷକ (Women in 19th Century Odisha: With Special Focus on Women in the Margins.) ଗବେଷଣାକାର୍ଯ୍ୟକୁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସହକାରୀ ପ୍ରଫେସର୍ ଡଃ ଶଙ୍କର୍ଷଣ ମଲ୍ଲିକଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନରେ ସଫଳତାର ସହ ପରିସମାପ୍ତ କରି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପିଏଚ୍‌ଡି ଉପାଧି ପାଇଛନ୍ତି। ତାଙ୍କର ଗବେଷଣାକୃତ୍ତିକୁ ସ୍ଥାନୀୟ ଇତିହାସ ଅଧ୍ୟୟନରେ ନୂତନ ଦିଗ ଖୋଲିଦେଇଛି ବୋଲି ଶିକ୍ଷାମହଳରେ ପ୍ରଶଂସା ମିଳୁଛି।

ମହାବିଦ୍ୟାଳୟର ଅଧ୍ୟକ୍ଷ , ଅଧ୍ୟାପକ ଓ ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ  ଅଭିନନ୍ଦନ ଜଣାଇଥିଲେ। ଏହା ମହାବିଦ୍ୟାଳୟ ପାଇଁ ଗୌରବର ବିଷୟ ହେଉଥିବା ବେଳେ, ସ୍ୱାଗତିକା ଦାଶ ପରିଶ୍ରମ, ଶୃଙ୍ଖଳା, ଏବଂ ଗବେଷଣା

ଚେତନା ନିଶ୍ଚୟ ଭାବେ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରେରଣାସ୍ତ୍ରୋତ ହେବ ବୋଲି  ମତପ୍ରକାଶ କରିଛନ୍ତି।

ସ୍ୱାଗତିକା ଦାଶ ନିଜର ଉପାଧି ଅର୍ଜନ , ଏହି ସଫଳତା ପଛରେ ତାଙ୍କ ପରିବାର, ସହକର୍ମୀ ଓ ଛାତ୍ରମାନଙ୍କ ସମର୍ଥନ ମହତ୍ୱପୂର୍ଣ୍ଣ ଭୂମିକା ନେଇଛି। ସେ ଆଗାମୀରେ ମଧ୍ୟ ଶିକ୍ଷା ଓ ଗବେଷଣାକୁ ନିଷ୍ଠାର ସହ ଜାରି ରଖିବେ ବୋଲି ଜଣାଇଛନ୍ତି।

News Comment

You Might Also Like

BACK TO TOP