Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ଅଦା ର ଗୁଣ ଓ ଜ୍ଞାନ ଉପରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

08-Dec-2025

ଅଦା ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ରେଶମ ନଗରୀ ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଅଦାର ଉପକାରିତା ଜ୍ଞାନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଛନ୍ତି ଶୀତଦିନେ ଅଦାର ଆବଶ୍ୟକତା ଅଧିକ। ଦଶ ଗ୍ରାମ ଅଦାରସ, କଞ୍ଚାଅଦା କିମ୍ବା ଘିଅ ସହ ଭାଜି ଗୁଡ଼ ସୈନ୍ଧବ ଲୁଣ ସହ ଖାଇଲେ ହାତ ପାଦରୁ ଚର୍ମ ଛାଡିବା, ଅଗ୍ନିମାନ୍ଦ୍ୟ, ଅଜୀର୍ଣ୍ଣ, ଅରୁଚି, ଆମବାତ, କଫ, ଶ୍ୱାସ, ଗଳାରୋଗ, ରକ୍ତହୀନତା, ଶୋଥ,ହୃଦୟ ରୋଗ,ଆଲର୍ଜି, ଅଦାରସ ଅଳ୍ପ ଗରମ କରି କାନରେ ପକାଇଲେ କର୍ଣ୍ଣ ଟଣା ଭଲ ହୁଏ। ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ମାଗଣା ଔଷଧ ବିତରଣ କରିଥିଲେ।  ସମାଜସେବୀ ଡି.ଶ୍ରୀନିବାସ ରାଓ ଶିବିର ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ଏହାର ସୁଯୋଗ ନିଅନ୍ତୁ l

News Comment

You Might Also Like

BACK TO TOP