Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ହାଇଦ୍ରାବାଦ ର ଏକ ରୋଡ଼ କୁ ଟ୍ରମ୍ପ ଙ୍କ ନାମରେ ନାମିତ କରିବେ ତେଲେଙ୍ଗାନା ସରକାର ||

09-Dec-2025

ହାଇଦ୍ରାବାଦର ସଡ଼କକୁ ଟ୍ରମ୍ପ ଙ୍କ ନାମରେ ନାମିତ କରିବାକୁ ତେଲେଙ୍ଗାନା ସରକାରଙ୍କ ନିଷ୍ପତି |

     ଓଡିଶା ଜନ ମତ  ବ୍ୟୁରୋ,

ତେଲେଙ୍ଗାନା ସରକାର ଙ୍କ ଏକ ସଡ଼କ କୁ  ଟ୍ରମ୍ପ ଙ୍କ ନାମରେ ନାମିତ କରିବା ପାଇଁ ନିଷ୍ପତି ଚାଲିଛି | ଯଦି ତାହା ସତ ହୁଏ ତେବେ ଟ୍ରମ୍ପ ଙ୍କ ପାଇଁ ଏହା ଏକ ବଡ଼ ଖୁସି ଖବର | କାରଣ ଭାରତୀୟ ଙ୍କ ମନରେ କେବେହେଲେ ବିଦ୍ବେଷ, ଭାବନା ନାହିଁ | ତେଣୁ ତେଲେଙ୍ଗନା ସରକାର 
ହାଇଦରବାଦର ଯେଉଁ ରାସ୍ତାରେ ଆମେରିକାର ବାଣିଜ୍ୟିକ ଦୂତାବାସ ଅବସ୍ଥିତ ଅଛି ସେହି ରାସ୍ତାକୁ ଟ୍ରମ୍ପଙ୍କ ନାମରେ ନାମିତ କରାଯାଇ ଡୋନାଲ୍ଡ  ଟ୍ରମ୍ପ ଆଭେନ୍ୟୁ ରଖାଯିବ। ସଡକର ଏପରି ନାମ ପରିବର୍ତ୍ତନ ସମ୍ପର୍କରେ ତେଲଙ୍ଗାନା ସରକାର ଆଗାମୀ ଦିନରେ ବୈଦେଶିକ ମନ୍ତ୍ରଣାଳୟ ଓ ଆମେରିକା ଦୂତାବାସକୁ ଚିଠି ଲେଖୁବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରେବନ୍ତ ରେଙ୍ଗି ଆମେରିକା-ଭାରତ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ ( ୟୁଏସ୍‌ଆଇ ଏସ୍‌ପିଏଫ୍ ) କୁ ସମ୍ବୋଧନ କାଳରେ ହାଇଦ୍ରା ବାଦର ପ୍ରମୁଖ ରାସ୍ତାର ନାମ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଆଧାରରେ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ଯଦି ଏହା କାର୍ଯ୍ୟକାରୀ ହୁଏ ତେବେ ନିଶ୍ଚିତ ଭାବରେ ଡୋନାଲଟ୍ରମ୍ପ ଙ୍କ ଗାରିମା ଓ ମର୍ଯ୍ୟାଦା ଆହୁରି ବଢିବ  |

News Comment

You Might Also Like

BACK TO TOP