Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଦୁବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଶବ ଆଣିବାକୁ ପରିବାର ଲୋକଙ୍କ ଆକୁଳ ନିବେଦନ |

09-Dec-2025

ଦୁବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଦାଦନ ଦୁଃଖ,

       ଓଡିଶା ଜନ ମତ  ବ୍ୟୁରୋ,

ପୁଣି ଦାଦନ ଦୁଃଖ  ପରିବାର ପ୍ରତିପୋଷଣ ପାଇଁ ସୁଦୂର ଦୁବାଇ ଯାଇଥିବା ଜଣେ ଦାଦନ ଶ୍ରମିକଙ୍କଭିଟାମାଟିକୁ ଶବ ଆଣିବାକୁ । ପରିବାରର ନିବେଦନସେଠାରେ ହୃଦ୍‌ ଘାତରେ ମୃତ୍ୟୁ ହୋଇଛି। ମୃତକ ହେଲେ, ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ୍‌ ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମର ଧନେଶ୍ବର ସେଠୀ(୪୪)। ଏହି ଖବର ଜଣାପଡ଼ିବା ପରେ ଧନେଶ୍ଵରଙ୍କ ଘର କାନ୍ଦବୋବାଳିରେ ଫାଟି ପଡ଼ିଛି। ତାଙ୍କ ମରଶରୀର ଭିଟାମାଟିକୁ ଫେରାଇ ଆଣିବାକୁ ପରିବାରଲୋକ ଜିଲ୍ଲା ପ୍ରଶାସନ ନିକଟରେ ଆକୁଳ ନିବେଦନ କରିଛନ୍ତି।ସୂଚନାନୁଯାୟୀ, ସ୍ତ୍ରୀ କଲ୍ୟାଣୀ ସେଠୀ କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ ଧନେଶ୍ଵରଧାରକରଜ କରି ତାଙ୍କ ଚିକିତ୍ସା କରୁଥିଲେ। ଋଣଭାର ଧୀରେଧୀରେ ବଢ଼ିବାରୁ ଅଧୂକ ରୋଜଗାର ଆଶାରେ ୪ବର୍ଷ ତଳେ ଦୁବାଇର ଆବୁଧାବି ସହରକୁ ଯାଇଥିଲେ। ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ରୋଜଗାର କରି ଯାହା ପଠାଉଥିଲେ, ସେଥ୍‌ରେ ତାଙ୍କ ପରିବାର ଚଳୁଥିଲା। ଗତ ରବିବାର ସେ କାମ ସାରି କମ୍ପାନୀରୁ ଫେରିବା ବେଳେ ତାଙ୍କର ହୃଦ୍‌ଘାତ ହୋଇଥିଲା ଓ ସେ ରାସ୍ତା ଉପରେ ଟଳି ପଡ଼ିଥିଲେ | ସେଠାକାର ଏକ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ।ଧନେଶ୍ଵରଙ୍କ ମୃତୁ ଖବର ପାଇବା ପରେ ଘରେ କାନ୍ଦ ବୋବାଳିରେ ଫାଟି ପଡ଼ିଛି। ଧନେଶ୍ଵରଙ୍କ ମୃତ୍ୟ ପରେ ପରିବାର କେମିତି ଚଳିବ, ସେନେଇ ଚିନ୍ତାରେ ପଡି ଯାଇଛନ୍ତି କଲ୍ୟାଣୀ। ତାଙ୍କର ଚିକିତ୍ସା ଖର୍ଚ୍ଚ, ପିଲାମାନଙ୍କ ପାଠପଢ଼ା ଖର୍ଚ୍ଚ, ପରିବାର ଚଳାଇବା ଖର୍ଚ୍ଚ ସବୁ କେମିତି ତୁଲାଇବେ, ସେଇ ଚିନ୍ତାରେ ଘାଣ୍ଟି ହେଉଛନ୍ତି।
ସରକାର ଏହା ଉପରେ ଗୁରୁତ୍ୱ ଦେଈ ସହଯୋଗ କଲେ ସେମାନଙ୍କ ପରିବାର ଉପକୃତ ହୋଇ ପାରିବେ  |

News Comment

You Might Also Like

BACK TO TOP