Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପୋଲସରା ରେ ବୁଧବାର ଠାରୁ କାର୍ଯ୍ୟବନ୍ଦ କରିବେ କନିଷ୍ଟ ଶିକ୍ଷକ ମନେ |

09-Dec-2025

ବୁଧବାର ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ କନିଷ୍ଠ ଶିକ୍ଷକ।

ଓଡିଶା ଜନମତ, ସନ୍ତୋଷ କୁମାର ପଣ୍ଡା 
ପୋଲସରା ୦୯/୧୨/୨୦୨୫;

ପୋଲସରା ବ୍ଳକ ରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକ ମାନେ ବୁଧବାର ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଘୋଷଣା କରିଛନ୍ତି। ଆଜି ସଂଘ ପକ୍ଷରୁ ଉପରୋକ୍ତ ମର୍ମ ଏକ ସ୍ମାରକ ପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କୁ ପ୍ରଦାନ କରାଯାଇଛି। ପୋଲସରା ବ୍ଳକ କନିଷ୍ଠ ଶିକ୍ଷକ ସଂଘ ର ସଭାପତି ମୃତ୍ୟୁଞ୍ଜୟ ସାହୁ ଓ ସମ୍ପାଦକ ନିରଞ୍ଜନ ଦୀକ୍ଷିତ ଜଣାଇଛନ୍ତି। ସଂଘ ପକ୍ଷରୁ କୁହାଯାଇଛି ଯେ ଚଳିତ ବର୍ଷ ଅଗଷ୍ଟ ମାସରେ କନିଷ୍ଠ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ମୂଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ଏହା ମଧ୍ୟ ରେ ତିନି ମାସରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ କୌଣସି ଆନୁସଂଗିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। କନିଷ୍ଠ ଶିକ୍ଷକ ସଂଘ ର ରାଜ୍ୟ କମିଟି ର ନିଷ୍ପତ୍ତି ଅନୁଯାୟୀ ବୁଧବାର ଠାରୁ ପୋଲସରା ବ୍ଳକ ରେ କାର୍ଯ୍ୟରତ ସମସ୍ତ ୪୨ ଜଣ କନିଷ୍ଠ ଶିକ୍ଷକ ସମୂହ ଛୁଟି ନେବେ। ଶିକ୍ଷକ ମାନଙ୍କ ଦାବି ପୂରଣ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଆଜି ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କୁ ଦାବି ପତ୍ର ପ୍ରଦାନ ସମୟରେ ପ୍ରଭାତ କୁମାର ସାହୁ , ଚିତ୍ରସେନ ପାତ୍ର , ରତ୍ନାକର ପ୍ରଧାନ , ସୁରଜ ସାହୁ , ଲଳିତ ଶେଖର ସିଂ ପୂଜା ଗୌଡ଼ , ସିନ୍ଦୂର ସୋରେନ ଓ ଆଶା ଲତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
 
News Comment

You Might Also Like

BACK TO TOP