Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଏଚ ଆଇ ଭି, ଏଡସ ଆଲୋଚନା ଚକ୍ର ଅନୁଷ୍ଠିତ |

09-Dec-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ   ଏଚ୍. ଆଇ.ଭି.ଏଡ଼ସ ଆଲୋଚନାଚକ୍ର ଅନୁଷ୍ଠିତ | 

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
 ତା. ୦୯/୧୨/୨୦୨୫:                                                                       ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ  ବିଶ୍ଵ ଏଡ଼ସ ଦିବସ ଉପଲକ୍ଷେ ଯୁବ ରେଡକ୍ରସ୍ ତରଫରୁ ଏଚ୍. ଆଇ.ଭି.ଏଡ଼ସ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ନାୟକ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ ଅଧିକାରୀ ଶ୍ରୀ ସ୍ୱାଭିମାନ ସାହୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଡକ୍ଟର ସୁଦାମ ସେଠୀ, ଏନସିସି ଲେ. ବିନତା କୁମାରୀ ଦାସ , ଏନ ଏସ ଏସ ଅଧିକାରିଣୀ ଡକ୍ଟର ଜ୍ୟୋସ୍ନାରାଣୀ ପଟ୍ଟନାୟକ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ଶ୍ରୀ ସ୍ୱାଭିମାନ ସାହୁ ଏଚ୍. ଆଇ.ଭି.ଏଡ଼ସ ଉପରେ ସଚେତନ କରିବା ସହ  ଏଡ଼ସ ସଂକ୍ରମଣରୁ ନିଜକୁ ଏବଂ ନିଜ ପରିବାରକୁ କିପରି ରକ୍ଷା କରାଯିବ ତାହା ବୁଝାଇ ଥିଲେ। ଅଧ୍ୟକ୍ଷ ଡକ୍ଟର ନାୟକ ନିଜର ଅଭିଭାଷଣରେ ଏଚ୍. ଆଇ.ଭି.ଏଡ଼ସ ବିଷୟରେ ଗୁରୁତ୍ୱାରୋପ କରି ପିଲାମାନଙ୍କୁ ସଚେତନ କରିଥିଲେ। ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପକ ଶ୍ରୀ ଦେବାଶିଷ ସ୍ୱାଇଁ ମଧ୍ୟ ପିଲାମାନଙ୍କୁ ଏଚ୍. ଆଇ.ଭି.ଏଡ଼ସ ସମ୍ପର୍କରେ ଅବଗତ କରାଇ ଥିଲେ। ଶେଷରେ ଯୁବ ରେଡକ୍ରସ ମହିଳା ଅଧିକାରୀ ସୁଶ୍ରୀ ସୁଜାତା ରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP