Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ରାଜ ସ୍ଥାନ ସରକାର ଙ୍କ ବଡ଼ ପଦକ୍ଷେପ, ରାଜରାସ୍ତରେ ମୃତ ଦେହ ରଖୁ ଅନଶନ କଲେ କାରାଦଣ୍ଡ |

09-Dec-2025

ରାଜ ସ୍ଥାନ ସରକାର ଙ୍କ ଉଚିତ ପଦକ୍ଷେପ,ମୃତଦେହ ରଖ୍ ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ଦଣ୍ଡ ହେବ,

     ଓଡିଶା ଜନ ମତ ବ୍ୟୁରୋ,

ଯେ କୌଣସି ଦୁର୍ଘଟଣା ରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ରି ମାନେ ସେମାନଙ୍କ ପରିବାର, ସମ୍ପର୍କୀୟଙ୍କ ମୃତ ଦେହ ରଖି ରାଜ ରାସ୍ଥାରେ ବସି ଅନଶନ, କରୁଥିବାରୁ, ରାସ୍ତା ଘାଟ ରେ ଗାଡି ମୋଟର ଯାତାୟତ ରେ ବହୁତ ଅସୁବିଧା ହୋଇ ଥାଏ  |ତେଣୁ ଏପରି ପରିସ୍ଥିତି ଦେଖି ରାଜସ୍ତାନ ସରକାର ନିଜ ରାଜ୍ୟରେ ଏକ ନୁଆଁ ନିୟମ ପ୍ରଣୟନ କରିଛନ୍ତି | ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ ଜେଲ୍ ଦଣ୍ଡା ଦେଶ ମିଳିବ । ଅନେକ ସମୟରେ ଦେଖିବାକୁ ମିଳେ ଯେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହେଉ କିମ୍ବା ଅନ୍ୟ କିଛି କାରଣ ପାଇଁ ହେଉ, ପରିବାର ଲୋକେ ମୃତଦେହ ରଖ୍ ରାସ୍ତା ଅବରୋଧ କରିବା ଏବଂ ରାସ୍ତା ବନ୍ଦ ହେବାରୁ ଘଣ୍ଟା ଘଣ୍ଟା ଧରି ରାଜରାସ୍ତାରେ ଗାଡ଼ି ମୋଟର ଅଟକି ରହେ । ଫଳରେ ଲୋକେ ଟ୍ରାଫିକ୍ ସମସ୍ୟା ଭୋଗନ୍ତି I ତେଣୁ ଏସବୁ ବନ୍ଦ କରିବା ପାଇଁ ରାଜସ୍ଥାନ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜସ୍ଥାନରେ ଏବେ ମୃତଦେହକୁ ରଖୁ ବିକ୍ଷୋଭ ପ୍ରଦର୍ଶନ, ରାଜନୀତି ଓ ବିନା କାରଣରେ ଅନ୍ତିମ ସଂସ୍କାରକୁ ବିଳମ୍ବ କରିବା ମହଙ୍ଗା ପଡିପାରେ । ରାଜ୍ୟରେ ‘ମୃତ ଶରୀର ସମ୍ମାନ ଆଇନ ଲାଗୁ ହୋଇଛି । ମୃତଦେହ ଧରି ସଡ଼କ ଜାମକଲେ ୫ ବର୍ଷ ଜେଲ୍ ଦଣ୍ଡ ଭୋଗିବାକୁ ପଡିବ। ରାଜସ୍ଥାନରେ ମୃତଦେହ ସମ୍ମାନ ଅଧୁନିୟମ ଲାଗୁହୋଇଛି I ଏଣିକି ରାସ୍ତାରେ ମୃତଦେହ ରଖୁ ପ୍ରତିବାଦ କରିବାକୁ ଆଇନଗତ ଅପରାଧ ଭାବେ ବିବେଚନାକରାଯିବ । ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ଯେ, ରାସ୍ତାରେ କିମ୍ବା କୌଣସି ସାର୍ବଜନୀନ ସ୍ଥାନରେ ମୃତଦେହ ରଖୁ ବିକ୍ଷୋଭ ପ୍ରଦର୍ଶନ, ପ୍ରତିବାଦ କିମ୍ବା ଚାପ ସୃଷ୍ଟି କରିବା ଏବେ ଏକ ଫୌଜଦାରୀ ଅପରାଧ ଭାବରେ ବିବେଚନା କରାଯିବ । ଏପରି କ୍ଷେତ୍ରରେ, ଦୋଷୀ ସାବ୍ୟସ୍ତ ବ୍ୟକ୍ତିଙ୍କୁ ୬ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ ହୋଇପାରେ । ମୃତକଙ୍କ ପରିବାରର ସଦସ୍ୟଙ୍କ ପାଇଁ ୨ ବର୍ଷ ପର୍ଯ୍ୟନ୍ତ ଦଣ୍ଡ ବ୍ୟବସ୍ଥା ରହିଛି । ଏହା ବ୍ୟତୀତ ହସ୍ପିଟାଲଗୁଡ଼ିକ ଆଉ ବକେୟା ବିଲ୍ ଆଧାରରେ ମୃତଦେହକୁ ଅଟକାଇ ପାରିବେ ନାହିଁ, ଯାହା ମୃତକଙ୍କ ସମ୍ମାନକୁ ସୁରକ୍ଷିତ ରଖୁବ । ରାଜ୍ୟରେ ଲାଗୁ ହୋଇଥିବା ନୂଆ ନିୟମ ଅନୁସାରେ, ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେବାର ୨୪ ଘଣ୍ଟା ମଧ୍ୟରେ ଅନ୍ତିମ ସଂସ୍କାର ବାଧ୍ୟତାମୂଳକ କରାଯାଇଛି ।ଯାହାଦ୍ୱାରା ମୃତକଙ୍କ ପରିବାର ସେମାନଙ୍କ ପରିବାର ଙ୍କ ମୃତ ଦେହ ରଖି ଆଉ ରାସ୍ତା ରୋକ କିମ୍ବା  ରାସ୍ତା ଅବରୋଧ କରିପାରିବେ ନାହିଁ  |

News Comment

You Might Also Like

BACK TO TOP