Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

କୋଦଳା କୋର୍ଟ ରେ ଅନ୍ତର୍ଜାତିୟ ମାନବାଧିକାର ଦିବସ ପାଳିତ |

10-Dec-2025

କୋଦଳା କୋର୍ଟ ରେ ଆନ୍ତର୍ଜାତୀୟ ମାନବ ଅଧିକାର ଦିବସ ପାଳିତ

ଓଡିଶା ଜନ ମତ , ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ବେଗୁନିଆପଡା -ବୁଧବାର ଅପରାହ୍ନ ରେ  କୋଦଳା କୋର୍ଟ ପରିସର ରେ ତାଲୁକ ଲିଗାଲ ସର୍ଭିସ କମିଟି ପକ୍ଷ ରୁ ଆନ୍ତର୍ଜାତୀୟ ମାନବିକ ଅଧିକାର ଦିବସ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ତାଲୁକ ଲିଗାଲ ସର୍ଭିସ କମିଟି ଅଧ୍ୟକ୍ଷ ବିଚାରପତି ବିଶ୍ୱ ରଞ୍ଜନ ବେହେରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ମାନବିକ ଅଧିକାରର ଐତିହାସିକ ବିକାଶ ର ସମସ୍ତ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଜଜ ଶ୍ରୀଯୁକ୍ତ ବେହେରା ! ବରିଷ୍ଠ ଦେୱାନ ଅଦାଲତ ବିଚାରପତି ରେଖାରାଣୀ ପଣ୍ଡା  ମାନବ ଅଧିକାର ର ଆବଶ୍ୟକତା ବିଷୟ ରେ ନିଜର ବକ୍ତବ୍ୟ ରଖିଥିବା ବେଳେ ଯେଏମଏଫସି ବିଚାରପତି ସୋଭନ  କୁମାର ପଣ୍ଡା,ଆଜିର ଦିବସ ର ମହତ୍ୱ ବିଷୟରେ ଆଲୋଚନା କରିଥିଲେ !  ତିନିଗୋଟି କୋର୍ଟ ର ଏପିପି ଆଇନଯିବି ସୁବାଷ ଚନ୍ଦ୍ର ସାହୁ, ନୀଳାଞ୍ଚଳ ପୋଲାଈ, ସୁବ୍ରମଣୀ ଦାଶ, ବାର ସମ୍ପାଦକ ଗୋପାଳ କୃଷ୍ଣ ସାହୁ, ଉପ ସଭାପତି ଅବନୀ ଶଙ୍କର ମିଶ୍ର ନିଜର ସୁଚିନ୍ତିତ ବକ୍ତବ୍ୟ ରଖିଥିବା ବେଳେ ବହୁ ବରିଷ୍ଠ ଓ କନିଷ୍ଠ  ଆଇନଯିବି  ଳ ଉପସ୍ଥିତ ରହି ନିଜ ନିଜର ସୁ ଚିନ୍ତିତ ମତାମତ ରଖିଥିଲେ ! ମାନବିକ ଅଧିକାର ଦିବସ ଉପରେ ଆଲୋଚନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ଏପିପି ସୁବାଷ ଚନ୍ଦ୍ର ସାହୁ ! ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ଆଇନଜୀବୀ ପ୍ରଫୁଲ୍ଲ କୁମାର ମିଶ୍ର, ଭଗବାନ ହୋତା, କରୁଣା କର ସାହୁ, ଭଗବାନ ମହାପାତ୍ର, ସୋମନାଥ ବେହେରା, ଭାଗିରଥି ନାୟକ, ଭାଗିରଥି ବେହେରା, ନୀଳମଣି ପଣ୍ଡା, ଭାସ୍କର ସ୍ୱାଇଁ ସମେତ କୋର୍ଟ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସୁଚାରୁ ରୁପେ ପ୍ରତିପାଦନ କରିଥିଲେ

News Comment

You Might Also Like

BACK TO TOP