Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା ବ୍ରିଲି ଆଣ୍ଟ ସ୍କୁଲ ରେ 2025 ବର୍ଷ ର ବିଜ୍ଞାନ ମେଳା ଅନୁଷ୍ଠିତ |

11-Dec-2025

ବ୍ରିଲିଆଣ୍ଟ୍ ହାଇସ୍କୁଲରେ ବିଜ୍ଞାନ ମେଳା -୨୦୨୫।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
  ତା.୧୧/୧୨/୨୦୨୫:

 ପୋଲସରା ଦାଶରଥିନଗର ସ୍ଥିତ ବ୍ରିଲିଆଣ୍ଟ୍ ହାଇସ୍କୁଲରେ ବିଜ୍ଞାନ ମେଳା -୨୦୨୫ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ବିଜ୍ଞାନ ବିଷୟ ଉପରେ ନିଜ ନିଜର ସ୍ୱ-ନିର୍ମିତ ବିଭିନ୍ନ ପ୍ରକଳ୍ପମାନ ପ୍ରଦର୍ଶନ କରିଥିଲେ। ମୁଖ୍ୟ ଅତିଥିଭାବେ ବି.ଡ଼ି.ପୁର ମହାବିଦ୍ୟାଳୟ ଭୌତିକ ଜ୍ଞାନ ବିଭାଗ ଅଧ୍ୟାପକ ମନୋଜ ଦାସ ଏବଂ ସମ୍ମାନୀତ ଅତିଥିଭାବେ ବର୍ତ୍ତିନୀ ବିଜ୍ଞାନ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପିକା ରଶ୍ମିତା ପାଣିଗ୍ରାହୀ ଓ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଗଣିତ ବିଭାଗ ଅଧ୍ୟାପିକା ସୁମିତା ରାଉତ ପ୍ରମୁଖ ଯୋଗଦେଇଥିଲେ। ଅନୁଷ୍ଠାନ ସଭାପତି ତଥା ଆଇନଜୀବି ବ୍ରଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତା ଏବଂ ସମ୍ପାଦିକା ଅମିତା ମିଶ୍ରଙ୍କ ସମ୍ପାଦନାରେ ସମସ୍ତ ଅତିଥିବୃନ୍ଦ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବାସହ ପ୍ରଦର୍ଶନୀ ମେଳା ବୁଲି ପ୍ରତିଯୋଗୀ ଛାତ୍ରଛାତ୍ରୀମାନଙ୍କ ଠାରୁ ପ୍ରକଳ୍ପ ବିଷୟଗୁଡ଼ିକୁ ପଚାରି ବୁଝିବା ସହିତ ଆବଶ୍ୟକ ପରାମର୍ଶ ଦେଇଥିଲେ। ପରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଅତିଥିମାନେ ପିଲାମାନଙ୍କୁ ଦିଗଦର୍ଶନ ଦେବା ସହିତ ସେମାନଙ୍କର ଭବିଷ୍ୟତ ଉଜ୍ଵଳ କାମନା ଏବଂ ଅନୁଷ୍ଠାନର ଉତ୍ତରୋତ୍ତର ଶୁଭକାମନା କରିଥିଲେ।  ଏଥିସହ  ପ୍ରୀ ପ୍ରାଇମେରୀ ନର୍ସରୀର ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ହିମାନସି ଡାକୁଆ, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର  ଅଦଭିତ ଓମକାର ମହାପାତ୍ର ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଏଲକେ ଜି ଛାତ୍ରୀ ନେହାନସି ବିଷୋୟୀଙ୍କ ସମେତ ପ୍ରାଇମେରୀର ପ୍ରଥମ ସ୍ଥାନ ଅଧିକାର କରିଥିବା ତୃତୀୟ ଶ୍ରେଣୀର ଛାତ୍ରୀ ଆଦ୍ୟାସା ପ୍ରିୟଦର୍ଶିନୀ ଓ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରୀ ସୋମାଲିନ୍ ସାହୁ,ତୃତୀୟ ସ୍ଥାନ ଅଧିକାର କରିଥିବା ଷଷ୍ଠ ଶ୍ରେଣୀର ଛାତ୍ରୀ ଶୁଭଦର୍ଶିନୀ ସାହୁ ପ୍ରମୁଖଙ୍କୁ ଅନୁଷ୍ଠାନ ତରଫରୁ ଅତିଥିବୃନ୍ଦଙ୍କ କରକମଳରୁ ପ୍ରଶ°ସାପତ୍ର ସହିତ ଟ୍ରଫି ଓ ପୁସ୍ତକ ପ୍ରଦାନ କରାଯାଇଥିଲା। ଶେଷରେ ଜାଦୁଗର ଜିତୁ ସାର୍ ନିଜର ଜାଦୁ ବିଦ୍ୟାବଳରେ ମନୋରଞ୍ଜନ କରିଥିବାବେଳେ କାର୍ଯ୍ୟକ୍ରମରେ ନିଳମାଧବ  ରାଉତ,ସମୀର ଜାନୀ, ମଣିରଂଜନ ବେହେରା,ଅଭିଭାବକ ବୃନ୍ଦ ଏବଂ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP