Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ହିଞ୍ଜିଳି ଥାନା ଅନ୍ତର୍ଗତ ମକର ଝୋଳ ଶଙ୍କର ଚକ୍ଷୁ ଚିକିତ୍ସା ଳୟ ସମ୍ମୁଖ ରେ ଅଜଣା ଗାଡି ଧକ୍କାରେ ବୃଦ୍ଧ ଙ୍କ ମୃତ୍ୟୁ |

11-Dec-2025

ଅଜଣା ଗାଡ଼ି ଧକ୍କାରେ ବୃଦ୍ଧଙ୍କର ମୃତ୍ୟୁ,

ଓଡିଶ  ଜନ ମତ କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର

ହିଞ୍ଜିଳି ଥାନା ଅନ୍ତର୍ଗତ ମକରଝୋଳ ନିକଟସ୍ଥ ଶଙ୍କର ଚକ୍ଷୁ ଚିକିତ୍ସାଳୟ ସାମ୍ନାରେ ଏକ ଅଜଣା ଗାଡ଼ି ରାସ୍ତା ରେ ଚାଲି ଚାଲି ଯାଉଥିବା ଜଣେ ବୃଦ୍ଧଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଛି। ଗୁରୁତର ଆହତ ଅବସ୍ଥାରେ ବୃଦ୍ଧ ଜଣକ ରାସ୍ତା କଡ଼ରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାକୁ ପଠାଇ ଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ଘଟଣାସ୍ଥଳରେ ସଂଯୋଗ ହୋଇଥିବା ସିସିଟିଭି ଫୁଟେଜ କ୍ୟାମେରା ମାଧ୍ୟମରେ ଦୁର୍ଘଟଣା ଘଟାଇଥିବା ଗାଡ଼ିର ଅନୁସନ୍ଧାନ ଚଳାଇଛନ୍ତି। ଅନ୍ୟ ପକ୍ଷରେ ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ଆଜି ଶବ ବ୍ୟବଚ୍ଛେଦ ପରେ ବୃଦ୍ଧ ଜଣଙ୍କର ପରିବାର ବର୍ଗଙ୍କ ଅନୁସନ୍ଧାନ କରିବା ସହ ଦୁର୍ଘଟଣା ଗ୍ରସ୍ତ ଗାଡ଼ି କୁ ଯଥା ଶୀଘ୍ର ଧରାଯିବ ବୋଲି ପୋଲିସ  ଠାରୁ ପ୍ରକାଶ।

News Comment

You Might Also Like

BACK TO TOP