Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବିଏସ ଏଫ ପକ୍ଷରୁ କମ୍ବିଙ୍ଗ ଅପରସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ |

11-Dec-2025

ବିଏସଏଫ୍ ପକ୍ଷରୁ କମ୍ବିଂ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ,

ଓଡିଶା ଜନମତ,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ, 

ତା, ୧୦/୧୨: 

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନ ମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ବି ଏସ ଏଫ ଜବାନ ମାନେ କମ୍ବିଂ ଅପରେସନ କୁ ଜୋରଦାର କରିଥିଲେ । ଏହି କମ୍ବିଂ ଅପରେସନ ବେଳେ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଆଇଇଡି ବିସ୍ଫୋରକ ବିଛାଇଥିଲେ । କିନ୍ତୁ ମାଓବାଦୀଙ୍କ ଏହି ଯୋଜନାକୁ ବିଏସଏଫ୍ ୧୩୬ ବାଟାଲିୟନ ପଣ୍ଡ କରି ଥିବା ଜଣାପଡିଛି । ଜଙ୍ଗଲରୁ ୧୮ଟି ଜିଲାଟିନ୍‌, ୧୭ଟି ବ୍ୟାଟେରୀ, ଗୋଟିଏ ସୋଲାର ପ୍ଲେଟ୍‌, ୮ଟି ଡିଟୋନେଟର, ୧୨ ମିଟର ଫିଉଜ୍ ତାର, ୧୫ ମିଟର ବିଦ୍ୟୁତ୍ ତାର, ୯ଟି ତୀକ୍ଷଣ ଲୁହା ଛଡ଼, ୨ କୁରାଡ଼ି, ପାଣି ବୋତଲ,କେନ୍, ଜୋତା, ପଲିଥିନ ଆଦି ସାମଗ୍ରୀ ଜବତ ପରେ ସମଗ୍ର କନ୍ଧମାଳ ଜିଲ୍ଲାକୁ ମାଓ ମୁକ୍ତ କରିବାକୁ ଘଞ୍ଚ ଜଙ୍ଗଲ ଗୁଡିକ ରେ ଜୋରଦାର ଅପରେସନ ଚାଲିଥିବା ବିଷୟ ବିଏସଏଫ୍ ପକ୍ଷରୁ ସୂଚନା ମିଳିଛି ।

News Comment

You Might Also Like

BACK TO TOP