Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ସାନ ଭାଇର ଛୁରା ମାଡ଼ରେ ବଡ଼ ଭାଇ ଗୁରୁତର |

12-Dec-2025

ସାନ ଭାଇର ଛୁରୀ ମାଡରେ ବଡ଼ଭାଇ ଗୁରୁତର, ଥାନାରେ ଏତଲା।( ଓଡିଶା ଜନ ମତ btutକୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁb
ଆସ୍କା ଥାନା ଅର୍ନ୍ତଗତ ଆଲିପୁର ପଞ୍ଚାୟତ ଗବନଳା ଗ୍ରାମରେ ପୁରୁଣା ଶତୃତା କୁ ନେଇ ନିଜ ଦଦା ପୁଅ ଭାଇ ର ଛୁରୀ ମାଡରେ ବଡ଼ଭାଇ ସାଗର ଗୌଡ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଆସ୍କା ଥାନା ରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଜଣାପଡିଛି ଯେ ଟ୍ରାକ୍ଟର ବ୍ୟବସାୟ କୁ ନେଇ ଉଭୟଙ୍କ ମଧ୍ୟରେ ପୁର୍ବରୁ ଶତୃତା ଥିଲା। ଗତକାଲି ସନ୍ଧ୍ୟାରେ ସାଗର କୌଣସି କାମରେ ନିକଟସ୍ଥ ଏକ ଗ୍ରାମକୁ ଯାଉଥିଲାବେଳେ ଚତରା ଶଙ୍ଖ ନିକଟରେ ସାନଭାଇ ଓ କିଛି ଯୁବକ ତାଙ୍କୁ ଅଟକାଇ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଯାହା ଫଳରେ ଗୁରୁତର ଆହତ ଅବସ୍ଥାରେ ପ୍ରାଣ ବିକଳରେ ସାଗର ନିକଟସ୍ଥ ମହାରାଜା ପୁର ଗ୍ରାମକୁ ଚାଲିଯାଇଥିଲେ। ଏହି ଭଳି ପରିସ୍ଥିତିରେ ପରିବାର ଲୋକେ ତାଙ୍କୁ ଆସ୍କା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ଓ ସେଠାରୁ ଫେରି ଥାନା ରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ପୋଲିସ ମାମଲା ନଂ ୭୧୪/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି।

News Comment

You Might Also Like

BACK TO TOP