Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଝିରି ପାଣି ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ କାରଣ ଅସ୍ପଷ୍ଟ |

12-Dec-2025

ଝିରିପାଣି ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ଓଡିଶା ଜନମତ,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୨/୧୨:  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ରେଞ୍ଜ୍ ଝିରିପାଣି ଅଞ୍ଚଳ କର୍ଜଣ୍ଡି ଜଙ୍ଗଲରେ ରେ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଘଟଣା ଶୁକ୍ରବାର ପ୍ରତ୍ୟୁଷ ରେ ଗ୍ରାମବାସୀ ମାନେ ଜଙ୍ଗଲ ଆଡ଼କୁ ଗଲାବେଳେ ଦେଖିବା ପରେ ବନ ବିଭାଗ କୁ ଖବର ଦେଇଥିଲେ l ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ଅସହ୍ୟ ଥଣ୍ଡା ଯୋଗୁଁ ହାତୀର ମୃତ୍ୟୁ ହୋଇଥିବା ବିଷୟ ପ୍ରାଥମିକ ସ୍ପଷ୍ଟୀକରଣ ପ୍ରକାଶ କରିଛି । ହେଲେ ଏଯାବତ ପ୍ରକୃତ କାରଣ ଜଣା ପଡିନାହିଁ। ଘଟଣାସ୍ଥଳରେ ବନ କର୍ମଚାରୀ ପହଞ୍ଚି ବ୍ୟବଚ୍ଛେଦ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପରେ ଉପରିସ୍ଥ ଅଧିକାରୀ ଏବଂ ନନ୍ଦନକାନନରୁ ଡାକ୍ତରୀ ଦଳ ପଞ୍ଚିବାର ସୂଚନା ଦେଇଛନ୍ତି ବନବିଭାଗ ଅଧିକାରୀ l ଅନ୍ୟପଟେ ହାତୀଙ୍କୁ ସୁରକ୍ଷା ଦେବାରେ ବାଲିଗୁଡ଼ା ବନଖଣ୍ଡ ବିଫଳ ହେଉଥିବା ଏକ ଗୁରୁତର ଅଭିଯୋଗ ହେଉଛି । ହାତୀଙ୍କ ସୁରକ୍ଷା ପାଇଁ ଲକ୍ଷାଧିକ ଟଙ୍କା ଆସୁଥିଲେ ମଧ୍ୟ ଏ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନିଆ ଯାଉ ନ ଥିବା କୁହାଯାଉଛି। ଗତ କିଛିଦିନ ହେବ ବେଲଘର ଅଞ୍ଚଳରେ ୯ ଟିକିଆ ହାତୀ ପଲ ଚଳପ୍ରଚଳ କରୁଥିଲେ । ବର୍ତ୍ତମାନ ସମୟରେ ସମସ୍ତ ହାତୀ ଅଞ୍ଚଳ ଛାଡ଼ି ଚାଲିଯାଇଥିବା ବେଳେ ଗୋଠ ଛଡ଼ା ହୋଇ ଏକ ଦନ୍ତାହାତୀ ରହିଯାଇଥିଲା ଏବଂ ତାହାର ମୃତ୍ୟୁ ଘଟିଥିବା ଗ୍ରାମବାସୀ ମାନେ କହୁଛନ୍ତି। ସେପଟେ ଏହି ହାତୀ ର ମୃତ୍ୟୁ ଖବର ଗ୍ରାମବାସୀ ଙ୍କ ନିକଟରେ ପହଞ୍ଚିବା ପରେ ଗ୍ରାମର ମହିଳା ମାନେ ଏକତ୍ରିତ ହୋଇ ହାତୀ ନିକଟରେ ପହଞ୍ଚି ପୌରାଣିକ ମତାନୁସାରେ ଵିଧି ଅନୁଯାଇ କାନ୍ଦ ବୋବାଳି କରି ବସ୍ତ୍ର ପକାଇ ଯଥା ରୀତିନୀତି ଅନୁଯାଇ ପୂଜାର୍ଚନା କରିଥିବା ଦେଖିବାକୁ ମିଳିଥିଲା l

News Comment

You Might Also Like

BACK TO TOP