Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଦାରିଙ୍ଗିବାଡ଼ି ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ଥିବା ଘଟଣାରେ ଆଉଜଣେ ମୃତ |

18-Nov-2024

ମାଣ୍ଡିପଙ୍କା ଆମ୍ଭଟାକୁଆ ଖାଇବା ଘଟଣା: ଆଉ ଜଣେ ଆଖିବୁଜିଲେ, ୩ରେପହଞ୍ଚିଲା ମୃତ୍ୟୁସଂଖ୍ୟା  |

            ଓଡିଶା  ଜନମତ   ବ୍ୟୁରୋ,

ବାଲିଗୁଡା, ୧୮/୧୧:--- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗ ବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ଭ ଟାକୁଆ ଜାଉ ଖାଇ ୨ ମୃତ୍ୟୁ ୬ ଗୁରୁତର ଘଟଣା ରେ ଆଉ ଜଣଙ୍କ କଟକ ରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି ମୃତକ ହେଲେ ଜିତା ମାଝୀ ବୋଲି ଜଣାପଡିଛି। ଚଳିତ ମାସ ୧ରେ ଜିତା ମାଝୀ ସମେତ ୮ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ନିଆଯାଇଥିଲା। ତେବେ ବାଟରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବ୍ରହ୍ମପୁର ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଥିଲା ଘଟଣାରେ ସେହି ସମୟରେ ୨ ମୃତ୍ୟୁ ଓ ୬ ଗୁରୁତର ରହିଥିଲେ। ସେହି ପରି ୬ ଗୁରୁତରଙ୍କୁ ବ୍ରହ୍ମପୁର ରେ ଚିକିତ୍ସାଧୀନ ଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତରଙ୍କୁ କଟକ ଏସସିବି ରେ ଭର୍ତ୍ତି କରାଯିବା ସହ ଚିକିତ୍ସା କରାଯାଉଥିଲା ୨ ଜଣଙ୍କ ମଧ୍ୟରୁ ଜିତାଙ୍କ କିଡ଼ନୀ ଜନିତ ରୋଗରେ ସୋମବାର ଅପରାହ୍ନରେ ମୃତ୍ୟୁହୋଇଥିବା  ସୂଚନା ମିଳିଥିବା ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ କହି ଛନ୍ତି l ଜିତାଙ୍କ ମର ଶରୀର ମାଣ୍ଡିପଙ୍କାକୁ ଅଣାଯିବା ପାଇଁ ବ୍ୟବସ୍ଥା କରାଯାଉଥିବା ନେଇ ବିଡ଼ିଓ ଏବଂ ସରପଞ୍ଚ କୁମାରୀ ମଲିକଙ୍କ ସହ କଥାବାର୍ତ୍ତା ହୋଇଥିବା ବିଡ଼ିଓ କହିଛନ୍ତି। ସୂଚନାଯୋଗ୍ୟ ଯେ,ମାଣ୍ଡିପଙ୍କା ଗ୍ରାମରେ ସାଧାରଣ ବଣ୍ଟନ ଚାଉଳ ସଠିକ ସମୟରେ ନ ମିଳିବା ଯୋଗୁ ଭୋକ ପାଇଁ ଆମ୍ବ ଟାକୁଆ ଖାଇଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ସରକାରଙ୍କୁ ଘେରିଥିଲେ। କନ୍ଧମାଳ ଜିଲ୍ଲା ପାଳ ଅମ୍ରିତ ଋତୁରାଜ,ବିଡ଼ିଓ, ତହସିଲଦାର, ବ୍ଲକ ଅଧ୍ୟକ୍ଷ ପ୍ରମୁଖ ମାଣ୍ଡିପଙ୍କାରେ ପହଞ୍ଚି ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରୟାସ କରୁଥିବା ବେଳେ ସୋଲାର ପମ୍ପରେ ଜଳ ଯୋଗାଣ, ପେଭେରବ୍ଲକ ରାସ୍ତା ର୍ନିମାଣ ଆଦି କାର୍ଯ୍ୟ କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଘଟଣାକୁ ନେଇ ଗୁରୁତ୍ୱ ଦେବା ସହ ଦକ୍ଷିଣାଞ୍ଚଳ ଆରଡିସିଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇ ଥିଲେ, ଏବଂ ଏହାର ଆରଡିସି ସ୍ତରୀୟ ତଦନ୍ତ ଚାଲିଛି।

News Comment

You Might Also Like

BACK TO TOP