Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବହୁମୂତ୍ର ରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ||

15-Dec-2025

+ବହୁମୂତ୍ର ରୋଗ ସଚେତନା ଓ ସ୍ଵାସ୍ଥ୍ୟ ଶିବିର +

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ବହୁମୂତ୍ର ରୋଗ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଆଳସ୍ୟ, ଆମିଷ,କ୍ଷୀର ଜାତୀୟ, ମିଠା, ଅଧିକ ପରିଶ୍ରମ, ଚିନ୍ତା, ଦୁର୍ବଳତା ଯୋଗୁଁ ବୃକକ୍, ଯକୃତ, ପିଟୁଇଟାରି ଗ୍ରନ୍ଥି ଦୁର୍ବଳ ହୋଇ ଆଲବୁମିନ୍, ବସା, ଏମିନୋଏସିଡି ଆଦି ବଢି ବାରମ୍ବାର ପରିସ୍ରା ହୁଏ।ସବୁ ରୁତୁରେ ହେଲେ ମଧ୍ଯ ଶୀତ ରୁତୁରେ ଅଧିକ ଦେଖାଯାଏ ।ଜାମୁକୋଳି ମଞ୍ଜି ରସ,କାକ ଦୁମ୍ବର,ଅଁଳା ସମାନ ଭାଗ ନେଇ ଚୁର୍ଣ୍ଣ କରି ସକାଳ ସନ୍ଧ୍ୟା ଦୀର୍ଘ ଦିନ ଖାଇଲେ ଭଲ ହୋଇଯାଏ। ପୃଷ୍ଟିକର ଖାଦ୍ୟ ଖାଇବେ।ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ, ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ସହ ମାଗଣା ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନରେ ଡି.ଶ୍ରୀନିବାସ ରାଓ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP