Breaking News

ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||     

ବାଲିଗୁଡା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ଯୋଗ ଦେଲେ ଭଞ୍ଜନଗର ବିଧାୟକ |

18-Nov-2024

ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ,
ସାମିଲ ହେଲେ ଭଞ୍ଜନଗର ବିଧାୟକ ପ୍ରଦୂମ୍ନ ନାୟକ | 

             ଓଡିଶା ଜନମତ ବ୍ୟୁର,

ବାଲିଗୁଡା,୧୮/୧୧: ---- କନ୍ଧମାଳ ଜିଲ୍ଲା  ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ପାର୍ଶ୍ଵ ଦେବାଦେବୀ ଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିନ ରେ ଭଞ୍ଜନଗର ବିଧାୟକ ପ୍ରଦୂମ୍ନ ନାୟକ ପହଞ୍ଚି ଜଗନ୍ନାଥଙ୍କ ଦର୍ଶନ କରିଥିଲେ । ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ରେ ତାଙ୍କୁ ସ୍ଵାଗତ କରିବା ପରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ନଦିଆ ସଙ୍କୀର୍ତନ ରେ ହରେ କୃଷ୍ଣ ହରେ ରାମ ନାମ ଗାଈ ମନ୍ଦିର ନିକଟ ପର୍ଯ୍ୟନ୍ତ ପାଛୋଟି ଆଣି ଥିଲା । ତାଙ୍କ ସହ ଭଞ୍ଜନଗର ସାଂସଦପ୍ରତିନିଧି ରବୀନ୍ଦ୍ର ଗୌନୀଳମାଧବପାତ୍ର,ଧୋବା ଗୌଡ଼ ମାନସଜେନା ,ଧୀରେନ ମହାନ୍ତି ପ୍ରମୁଖ ଆସି ଯଜ୍ଞ ରେ ସାମିଲ ହୋଇଥିଲେ । ମନ୍ଦିର ଟ୍ରଷ୍ଟ ବୋର୍ଡର ଟି.ଶ୍ରୀନିବାସ ରାଓ ଫୁଲ ଚନ୍ଦନ ଓ ଉପ ଢୌକନ ଦେଇମନ୍ଦିର ପରିସର କୁ ପାଛୋଟି ନେଇଥିଲେ । ଶ୍ରୀଜଗନ୍ନାଥ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପରେ ନାମ ଯଜ୍ଞ ଓ ଘୃତ ଯଜ୍ଞ ରେ ସାମିଲ ହୋଇ ଆଶ୍ରିବାଦକାମନା କରିଥିଲେ । ଅତିଥି ଙ୍କୁ ସ୍ଵାଗତ କରିବାପାଇଁ ଭାରତୀୟ ଜନତା ପାର୍ଟି ତର ଫରୁ ସୁରେନ୍ଦ୍ର ପାତ୍ର ,ରଞ୍ଜିତ ଚୌଧୁରୀ ସୂର୍ଯ୍ୟନାୟକ ,ପୁରୁଷୋତ୍ତମ ଡାକୁଆ ,ଅମିୟ ବେହେରା,ଗଙ୍ଗାଧରସାହୁ , ସ୍ବରୂପା ନନ୍ଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପ୍ରଦେଶ ଅଧକ୍ଷ ବିଶ୍ଵଜିତ ପାତ୍ର ,ଧର୍ମଜାଗରଣ ସମୁଖ୍ୟର ଅନ୍ତର୍ଯ୍ୟାମି ବେହେରା , ପ୍ରମୁଖ ସାମିଲ ହୋଇଥିଲେ ।

News Comment

You Might Also Like

BACK TO TOP