Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଓମାନରେ ଦ୍ବିଫାକିକ କଥାବାର୍ତା ଆରମ୍ଭ |

17-Dec-2025

ତ୍ରିରାଷ୍ଟ୍ରୀୟ ଗ୍ରସ୍ତରେ ଯାଇ ଜୋର୍ଡାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ,

        ଓଡିଶା ଜନ ମତ ବ୍ୟୁରୋ,

ଭାରତ ର ପ୍ରଧାନମନ୍ତ୍ରୀ ତିନିଦିନିଆ ବୈଦେଶିକ ଗ୍ରସ୍ତରେ ଯାଇ  ବିଦେଶରେ ପହଞ୍ଚିଛନ୍ତି  | ଆତଙ୍କ ବାଦ ବିରୋଧରେ ଦୁଇ ଦେଶର ବିଚାରଧାରା ସମାନ,ବୋଲି ରାଜା ଅବଦୁଲ୍ଲାଙ୍କ ସହ ଦ୍ବିପାକ୍ଷିକ ବୈଠକରେ ମତ ରଖିଛନ୍ତି ନରେନ୍ଦ୍ର ମୋଦୀ  | ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ   ସୋମବାର ରାଜଧାନୀ ଅମନରେବିମାନଯୋଗେ ଅବତରଣ କରିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଜୋର୍ଡାନ ଗସ୍ତ ପରେ ପ୍ରଧାନମନ୍ତ୍ରୀ ଇଥିଓପିଆ ଏବଂ ଓମାନ ଗସ୍ତରେ ଯିବେ। ମୋଦୀ ଅମନରେ ପହଞ୍ଚିବା ପରେ ଜୋର୍ଡାନ ପ୍ରଧାନମନ୍ତ୍ରୀ ଜାଫର ହସନ ବିମାନ ବନ୍ଦରରେ ମୋଦୀଙ୍କୁ ସ୍ୱାଗତ କରିଥିଲେ । ଭାରତ ଏବଂ --କୋର୍ତାନ ମଧ୍ୟରେ କୂଟନୈତିକ ସମ୍ପର୍କର୭୫ ବର୍ଷ ପୂର୍ତି ଅବସରରେ ମୋବୀଙ୍କ ଏହି ଗସ୍ତ ବହୁ ଗୁରୁତ୍ୱ ବହନ କରୁଛି । ଉଭୟ ଦେଶ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ଆହୁରି ମଳଭୂତ କରିବା ଲାଗି କିଛି ନୂଆ ଚୁକ୍ତି ହେବାର ସମ୍ଭାବନା ରହିଛି । ଜୋର୍ଡାନ ରାଜା -ଅବବୁଲ୍ଲୀ ଭବନ ଭଲ ହୁସେନଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଏହି ଗସ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲାଙ୍କ ମଧ୍ୟରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଏବଂ ଆଞ୍ଚଳିକ ବିକାଶ ଉପରେ ଆଲୋଚନା ହେବ  | ଏହା ସହିତ ପ୍ରଧାନମନ୍ତ୍ରୀ ସେଠାରେ ବସବାସ କରୁଥିବା ଭାରତୀୟ ନାଗରିକଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ୧୬  ତାରିଖରେଅର୍ଥାତ ଆଜି ସେ ଇଥିଓପିଆ ଗସ୍ତ କରିବେ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ବେଶ ମଧ୍ୟରେ କୂଟନୈତିକ ସମ୍ପର୍କର ୭୫ବର୍ଷ ବାର୍ଷିକୀ ଉଜ୍ଜ୍ଵଳ କରି ଜୋର୍ଡାନ ଗସ୍ତରେ ଅଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ରାଜା ଅବଦୁଲ୍ଲା 2ୟ ଙ୍କ ସହ ଏକକ ପ୍ରତିନିଧିମଣ୍ଡଳୀ ଆଲୋଚନା କରିବେ। ମୁଁ ନିଶ୍ଚିତ ଯେ ଏହି ଗସ୍ତ ଆମ ଦେଶମାନଙ୍କ  ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବ ବୋଲି ପ୍ରଧାନମନ୍ତ୍ରୀ ମୋକ ଆଶାବବୀ। -- ମଙ୍ଗଳବାର ପ୍ରଧ ନମନ୍ତ୍ରୀ ଏବଂ ରାଜା ଭାରତ ଜୋର୍ଡାନ ବ୍ୟବସାୟିକ ନାର୍ଯ୍ୟକ୍ରମରେ ସମ୍ବୋଧିତ କରିବାଳ ଆଶା କରାଯାଉଛି। ଯେଉଁ ଥିରେ ଉଭୟ ଦେଶ ର ପ୍ରମୁଖ ବ୍ୟବସାୟୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି || ପ୍ରଧାନମନ୍ତ୍ରୀ -ମୋଦି ଜୋର୍ଡାନରେ ଭାରତୀୟ ସମ୍ପ୍ରଦାୟ ସହିତ ମଧ୍ୟ ଭାବବିନିମୟ କରିବେ ଏବଂ ଯୁବରାଜଙ୍କ ସହିତ ପାଗ ପରିସ୍ଥିତି ଉପରେ ନିର୍ଭର କରି ଭାରତ ସହିତ ପ୍ରାଚୀନ ବାଣିଜ୍ୟ ସମ୍ପର୍କ ବାକିଥିବା ଐତିହାସିକ ସହଜ ପେତ୍ରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

News Comment

You Might Also Like

BACK TO TOP