Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ମହିଳା ମାନଙ୍କୁ ସୁରକ୍ଷା ଦେବାରେ ଏହି ସରକାର ବିଫଳ ବୋଲି କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |

17-Dec-2025

ନବୀନପଟ୍ଟନାୟକ ମତ ଏହି ସରକାର ମହିଳା ଙ୍କ ବିଶ୍ୱାସନୀୟତା ହରାଉଛନ୍ତି,

      ଓଡିଶା ଜନ ମତ ବ୍ୟୁରୋ,

ମହିଳା ମାନଙ୍କୁ ଯେଉଁ ନିର୍ଯ୍ୟାତନା, ଗଣ ଦୁଷ୍କର୍ମ  ବଢ଼ି ଚାଲିଛି  | ଯାହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି  ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏବର ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ | 
ରାଜଧାନୀ  ଭୁବନେଶ୍ଵରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାରକୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ  ପୋଷ୍ଟ କରି ଅପରାଧ ରୋକିବା ଦିଗରେ ସର ସରକାରଙ୍କ ବିଫଳତାକୁ ଦର୍ଶାଇଛନ୍ତି ।ନବୀନ ଲେଖୁଛନ୍ତି, ଭୁବନେଶ୍ଵରର ଛାତି ଉପରେ ନାବାଳିକାଙ୍କୁ ଗଣ ଗଣଦୁଷ୍କର୍ମ ଘଟଣା ଅତ୍ଯନ୍ତ ସ୍ପର୍ଶକାତର  ଏବଂ ବିଚଳିତ କରିଦେବା ପରି ବିଷୟ । ବର୍ବରତା ଓ ଅରାଜକତା ସୀମା ଟପୁଛି । ରାଜଧାନୀ ଅସୁରକ୍ଷିତ ହେଉଛି । ଅପରାଧୀ ଭୟଶୂନ୍ଯ ହେଉଛନ୍ତି । ସରକାର ବିଶ୍ଵସନୀୟତା ହରାଉଛି । ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ନବୀନ ପ୍ରଶ୍ନ କରିଛନ୍ତି । ନବୀନ କହିଛନ୍ତି, ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତା ଙ୍କୁ ଭୟଭୀତ କରୁଛି । ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପରାଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି । ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ । ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ । ଯାହାଦ୍ୱାରା ମହିଳା ମାନେ ନିଜେ ସୁରକ୍ଷିତ ରହିବେ , ଓ ନିର୍ଭୟ ରେ ଚଳ, ପ୍ରଚଳ କରି ପାରିବେ | ନଚେତ ସେମାନଙ୍କ ଅଭିଶାପ ରେ ସମସ୍ତେ ଜଳି ଯିବେ  |

News Comment

You Might Also Like

BACK TO TOP