Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ଧରାକୋଟ ଥାନା ସୁନା ଲାଲୀ ଗ୍ରାମରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର |

20-Dec-2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର|  

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର

ଗଞ୍ଜାମ ଜିଲ୍ଲା ଧରାକୋଟ ଥାନ ଅନ୍ତର୍ଗତ ସୁନାଲଲି ଗ୍ରାମର ଉଦୟ ସାହୁଙ୍କର ପୁଅ ଗତ ୩ ଦିନ ହେଲା ନିଖୋଜ ଥିଲେ ଓ ପିତା ଉଦୟ ଗ୍ରାମ ବାସୀ ଙ୍କ ସହଯୋଗ ରେ ବହୁତ୍ ଖୋଜାଖୋଜି କରି ମଧ୍ୟ ପାଇନଥିଲେ। କିନ୍ତୁ ଗତକାଲି ଗାଁ ନିକଟସ୍ଥ ରୁଷିକୁଲ୍ୟା ନଦୀରେ କୌଣସି ବ୍ୟକ୍ତିଙ୍କର ଶବ ଭାସୁଥିବା ଗାଁ ଲୋକେ ଦେଖିଥିଲେ। ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ପହିଲି ର ମୃତ୍ୟୁକୁ ନେଇ ଗାଁ ବିଭିନ୍ନ ସନ୍ଦେହ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP