Breaking News

ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||     

ବେଗୁନିଆପଡା ବ୍ଲକର ବାପୁଜୀ ଷ୍ଟାଡିଏମ ରେ କ୍ରିକେଟ ଟୁନା ମେଣ୍ଟ କୁ ଉଦଘାଟନ କଲେ ବିଧାୟକ ପ୍ରତାପ ଚନ୍ଦ୍ର ନାୟକ |

20-Dec-2025

 ବେଗୁନିଆପଡା ବାପୁଜୀ  ଷ୍ଟାଡିୟମ ରେ କ୍ରିକେଟ ଟୁନାମେଣ୍ଟ ଅନୁଷ୍ଠିତ |

ଓଡିଶା ଜନ ମତ, ସୂର୍ଯ୍ୟ ନାରାୟଣ ବଡୁ, 

ବେଗୁନିଆପଡା ବ୍ଲକ ନିକଟସ୍ଥ ବାପୁଜୀ ଷ୍ଟାଡିୟମ ଠାରେ ପାୟୋନିୟର କ୍ରିକେଟ କ୍ଲବ ତତ୍ୱାବଧାନରେ ଶନିବାର ଦିନ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ବିଜେପି ରାଜ୍ୟ ପରିଷଦ ସଦସ୍ୟ ସତୀଶ ରଞ୍ଜନ ତାରିଣୀ, ସରପଞ୍ଚ କାଶୀନାଥ ବେହେରା, ଶିବ ଶଙ୍କର ବାରିକ, ସନ୍ତୋଷ କୁମାର ସ୍ୱାଇଁ, ପଙ୍କଜ କୁମାର ସେଠି, ମୁକୁନ୍ଦ ମାଧବ ସ୍ୱାଇଁ, ବିନୋଦ ଚନ୍ଦ୍ର ଜେନା, ପ୍ରତିମା ପାଢ଼ୀ ସମିତି ସଭ୍ୟା ସୁଚିତ୍ରା ମହାନ୍ତି,  ସମାଜସେବି ଦନାର୍ଦନ ଦାସ, ଶରତ ଚନ୍ଦ୍ର ପାଣ୍ଡି,ମଣ୍ଡଳ ସଭାପତି ରାଜେନ୍ଦ୍ର ଭୂୟାଁ, ନିରଞ୍ଜନ ପ୍ରଧାନ, ରତନ ବିଷୋୟୀ, ସ୍ଥାନୀୟ  ସଭାପତି ଏ. ମୋହନ ଆଚାରି, କ୍ୟାପଟେନ ଗୋପାଳ କୃଷ୍ଣ ଦୋରା ଯୋଗଦେଇ କ୍ରୀଡାର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ  । କ୍ରୀଡା ଦ୍ୱାରା ମାନସିକ, ଶାରୀରିକ ଓ ବୌଦ୍ଧିକ ବିକାଶ ହୋଇ ପାରିବା ସହ ଏକ ବନ୍ଧୁତ୍ୱ ପୂର୍ଣ୍ଣ ପ୍ଲାଟଫର୍ମ ସୃଷ୍ଟି ହୋଇପାରୁଛି  । ପାୟୋନିୟର କ୍ରିକେଟ କ୍ଲବର ସମସ୍ତ ସଦସ୍ୟ ମାନେ ପାରିଚାଳନା କରିଥିଲେ । ଆଜିର ମ୍ୟାଚ ହିଞ୍ଜିଳିକାଟୁ ସହିତ ଧରାକୋଟ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।

News Comment

You Might Also Like

BACK TO TOP