Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଜଗତସିଂହପୁର ଜିଲ୍ଲା ରାହାମା ରେଞ୍ଜେର ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ |

21-Dec-2025

ଭିଜିଲାନ୍ସ ରେଞ୍ଜର ଙ୍କ ଘରେ ଚଢ଼ାଉ, 200ଗ୍ରାମ ସୁନା ଓ ପ୍ରାୟ 4 ଲକ୍ଷ  ଟଙ୍କା ଜବତ,

      ଓଡିଶା ଜନ ମତ  ବ୍ୟୁରୋ,

ବିଜେପି ସରକାର ରେ ଯିଏ ବି ଭୁଲ କରେ ତାକୁ ଦଣ୍ଡ ମିଳେ | ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଜଗତସିଂହପୁର ଜିଲ୍ଲା ରାହାମା ବନ ବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟ
ଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ୨ଜଣ  ଆଡିସିନାଲ ଏସପି, ୫ ଜଣ ଡିଏସପି ଓ ୮ଜଣ ଇନ୍ସପେକ୍ଟରଙ୍କ ସମେତ ବିଭାଗୀୟ କର୍ମଚାରୀ ମାନେ  ଏହି ଚଢ଼ାଉରେ ସାମିଲ ଥିବା ଜଣାଯାଇଛି। ରେଞ୍ଜରଙ୍କ ସାମନ୍ତରାପୁରରେ ଥିବା ଦ୍ବୀତଳ  ବିଶିଷ୍ଟ ବାସଭବନ, ଚାଟର ଟରାରେ ଥିବା ତାଙ୍କ ତ୍ରିତଳିୟ ପ୍ରାସାଦ, ସାଁପୁରରେ ଥୂବା ତାଙ୍କ ରେଞ୍ଜ ଅଫିସ ଓ ଅଫିସକୁ ଲାଗି କ୍ୱାଟରକୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ସହିତ ଚଢାଉ କରାଯାଇଥିଲା। ଚଡଉ ବେଳେ ନଗଦ ୩ଲକ୍ଷ ୫୦ହଜାର ଟଙ୍କା, ଆନୁମାନିକ ୨ଶହ ଗ୍ରାମ ସୁନା ଅଳଙ୍କାର ଓ ୬୭ ଲକ୍ଷ ଟଙ୍କାର ଜମା ରାଶି ଥିବା ପ୍ରାଥମିକ ସୂଚନା ମିଳିଛି। ଏଥି ସହିତ  ଗୋଟିଏ ଚାରି ଚକିଆ ଓ ଦୁଇଟି ଦୁଇ ଚକିଆ ଯାନ ଥିବା ଏବଂ କଟକ ସହର ବାହାରେ ଏକ ପ୍ଲଟ ଓ  ଜଗତସିଂହପୁର ଟାଉନ ଅଂଚଳରେ ଦୁଇଟି ମୂଲ୍ୟବାନ ପ୍ଲଟ ଠାବ କରା ଯାଇଥିବା ଜଣାପଡିଛି । ରେଞ୍ଜର ହୋଇ ଲୋକଙ୍କ ଠାରୁ ପୁଳା, ପୁଳା ଟଙ୍କାଅସତ ଉପାୟରେ ରୋଜଗାର କରୁଥିବା ରେଞ୍ଜର  ଆଜି ହରଣ ଘଡ଼ାରେ ପଡି ଯାଇଛନ୍ତି |

News Comment

You Might Also Like

BACK TO TOP