Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ପୋଲସରା ର ଦୀପକ ପବ୍ଲିକ ସ୍କୁଲ ର 15ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ||

21-Dec-2025

ଦିପକ ମେମୋରିଆଲ୍ ପବ୍ଲିକ ସ୍କୁଲ ପୋଲସରାର ୧୫ ତମ ବାର୍ଷିକ ଉତ୍ସବ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
ତା.୨୧/୧୨/୨୦୨୫:

ଗଂଜାମ ଜିଲ୍ଲା ପୋଲସରା ସ୍ଥିତ ଦିପକ ମେମୋରିଆଲ୍ ପବ୍ଲିକ ସ୍କୁଲର ୧୫ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ମୁଖ୍ୟ ଭବାନୀ ଶଙ୍କର ରଥଙ୍କ ଅଧ୍ୟକ୍ଷତା ଏବଂ ଅଧ୍ୟକ୍ଷା ପ୍ରତିଭା ରଥଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୋଲସରା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନା ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମୁରକିଧର ନନ୍ଦ ଏବଂ ସମ୍ମାନୀତ ଅତିଥିଭାବେ ଶିକ୍ଷାବିତ୍ ନିରଞ୍ଜନ ରାଉତ,ଅଧ୍ୟାପକ ଡ଼ଃ ଆଶିଷ କୁମାର ପ୍ରଧାନ,ଏମ୍. ଆର୍. ଏସ୍ ଏଵଂ ଯୋଜନା  ସ°ଯୋଜକ ସଞ୍ଜୟ କୁମାର ମଲ୍ଲିକ,ଅନୁଷ୍ଠାନର ସଭାପତି ମମତା କୁମାରୀ ନାୟକ ପ୍ରମୁଖ ଯୋଗଦେଇ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ପରେ ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ଦେବାସହ ସେମାନଙ୍କ ଭବିଷ୍ୟତ ଉଜ୍ବଳ କାମନା ଏବଂ ଅନୁଷ୍ଠାନର ଉତ୍ତୋରତ୍ତର ଶୁଭ କାମନା କରିଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷାରେ ସୁନାମ ଅର୍ଜନ କରିଥିବା କୃତିତ୍ୱ ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠାନ ତରଫରୁ ମଞ୍ଚାସିନ ଅତିଥିମାନେ ପ୍ରଶଂସାପତ୍ର ସହିତ ଟ୍ରଫି ଓ ପଦକ ପ୍ରଦାନ କରିଥିଲେ। ପରେ ସା°ସ୍କୃତିକ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ପ୍ରକାର ନୃତ୍ୟ ଏଵଂ ପ୍ରେରଣାଦାୟୀ ସାମାଜିକ ନାଟକ "କେତେ ଦୁଃଖ ଦେବୁ ଦଇବ" କୁ ଛାତ୍ରଛାତ୍ରୀମାନେ ଅତି ସୁନ୍ଦର ଏବଂ ବଳିଷ୍ଠଭାବେ ପରିବେଷଣ କରି ସମସ୍ତଙ୍କ ଠାରୁ ଭୂରିଭୂରି ପ୍ରଶଂସା ସାଉଁଟିଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ,ପରିଚାଳନା କମିଟି, ସଭ୍ୟ ଓ ସଭ୍ୟାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP