Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଡାଲଚିନି ର ଗୁଣ ଜ୍ଞାନ ଓ ମାଗଣା ସ୍ୱାସ୍ଥ୍ୟ ଶିବିର ||

22-Dec-2025

**ଡାଲଚିନି ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର *

ଓଡିଶ ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଡାଲଚିନି ଉପକାରିତା ଜ୍ଞାନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଡାଲଚିନି ଛାଲି,ପତ୍ର,ତେଲ ଔଷଧ ରୂପରେ ବ୍ୟବହାର ହୁଏ। ଶୀତଦିନିଆ କାଶ,ଶ୍ୱାସ, ଯକ୍ଷ୍ମା, ମୂତ୍ରକୃଚ୍ଛ୍ର, ଅନାର୍ତ୍ତବ ପାଇଁ ବ୍ୟବ1ହାର ହୁଏ।ତେଲ ବ୍ରଣ କ୍ଷତରେ ଲଗାଇଲେ ଭଲହୁଏ।ଲିଙ୍ଗରେ ଲଗାଇଲେ ଉତ୍ତେଜନା ଆସେ। ଏହା ନାଡୀ ଦୁର୍ବଳ, ପକ୍ଷାଘାତରେ ଖାଇଲେ, ଲଗାଇଲେ ଭଲହୁଏ। ଅଗ୍ନିମାନ୍ଦ୍ୟ, ଅରୁଚି, ଆମଦୋଷ,ପେଟବ୍ୟଥା, ଦୁର୍ବଳତା,ରକ୍ତ ଅଶୁଦ୍ଧି, ଲାଳଝାଡ଼ା, ଅର୍ଶରୋଗରେ କାମକରେ। 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ। ଶିବିର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ।ଏହାର ସୁଯୋଗ ନେବା ପାଇଁ ଡ଼ଃ  ନକୁଳ ସାହୁ ଅନୁରୋଧ କରିଛନ୍ତି।

News Comment

You Might Also Like

BACK TO TOP