Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବିଂଶ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

22-Dec-2025

*ହାତୀଓଟ ମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
  ତା.୨୨/୧୨/୨୫:-

ସ୍ଥାନୀୟ ହାତୀଓଟ ସ୍ଥିତ ମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି  ଗଙ୍ଗାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ ପୂର୍ବତନ ଶ୍ରମ ମନ୍ତ୍ରୀ  ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ମାନଙ୍କ ଚରିତ୍ର ଗଠନରେ ମାଆ ମାନଙ୍କ ଭୂମିକା ଓ ଗୁରୁଜୀ ଗୁରୁମାଙ୍କ ନିଃସ୍ଵାର୍ଥପର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।ଓଡ଼ିଆ ଚଳଚ୍ଚିତ୍ର ତଥା ଧାରାବାହିକ ଅଭିନେତା ଉଦୟ, ଅଭିନେତ୍ରୀ ଜିନା ସାମଲ ଓ ସସ୍ମିତା ସାହୁ ମୁଖ୍ୟ ଆକର୍ଷଣ ଭାବେ ଯୋଗଦେଇ ସମସ୍ତଙ୍କ ମନୋରଞ୍ଜନ କରିଥିଲେ। ବରିଷ୍ଠ ଶିକ୍ଷାବିତ୍  ମୁରଲୀଧର ନନ୍ଦ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଓଡ଼ିଆ ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବାରେ ଶିଶୁ ମନ୍ଦିରର ଅତୁଳନୀୟ ଅବଦାନ ସମ୍ପର୍କରେ ମାର୍ଗଦର୍ଶନ କରି ନିଜକୁ ଓଡ଼ିଆ ବୋଲି ଗର୍ବ ଅନୁଭବ କରିବାକୁ ଶିଶୁ ମାନଙ୍କୁ ପରାମର୍ଶ ଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ  ପୂର୍ଣ୍ଣଚନ୍ଦ୍ର ନନ୍ଦ ସ୍ଵାଗତ ଭାଷଣ ଦେଇଥିବାବେଳେ ଉପସଭାପତି  ସନ୍ତୋଷ କୁମାର ପାତ୍ର ମଞ୍ଚ ପରିଚାଳନା ଓ ସଂଯୋଜନା କରିଥିଲେ।ସମ୍ପାଦକ  ସନ୍ତୋଷ କୁମାର ମହାରଣା ସଂପାଦକୀୟ ବିବରଣୀ ପାଠ କରିଥିବାବେଳେ କୋଷାଧ୍ୟକ୍ଷ  କୁମୁଦ ଚନ୍ଦ୍ର ଦାଶ ଅତିଥି ପରିଚୟ ପ୍ରଦାନ କରି ଥିଲେ।ସମ୍ମାନନୀୟ ଅତିଥି ଭାବେ ହାତୀଓଟ ସମିତି ସଭ୍ୟ  କାହୁଁ ଚରଣ ସାହୁ ଓ ସରପଞ୍ଚ ପ୍ରତିନିଧି  ସୁଶାନ୍ତ କୁମାର ସାହୁ, ନାଏବ ସରପଞ୍ଚ  ସପନ କୁମାର ପାଣି,ପୂର୍ବତନ ଗଞ୍ଜାମ ଜିଲ୍ଲାପରିଷଦ ଅଧ୍ୟକ୍ଷ  ସୁରଥ ପ୍ରଧାନ ଯୋଗଦେଇ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଶିଶୁମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହସଂପାଦକ  ଜଗନ୍ନାଥ ସାହୁ,ସଭ୍ୟ ରଘୁନାଥ ବେହେରା, ସଭ୍ୟା ନର୍ମଦା ବେହେରାଙ୍କ ସମେତ ସମସ୍ତ କମିଟି ସଦସ୍ୟ ଓ ଗୁରୁଜୀ ଗୁରୁମା ମାନେ ଉପସ୍ଥିତ ରହି  ସହଯୋଗ କରିଥିଲେ।

News Comment

You Might Also Like

BACK TO TOP