Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

10 ମାସ ରବକେୟା ଦରମା ଦାବିକରି ସଫେଇ କର୍ମଚାରୀ ଙ୍କ ଏନଏସି ଅଫିସ ରେ ଧାରଣା |

22-Dec-2025

10 ମାସ ର ବକେୟା ଦରମା ଦାବୀ କରି NAC  ଭିତରେ ଅନିର୍ଦ୍ଧିଷ୍ଟ କାଳ ଯାଏଁ ଧାରଣା ରେ ବସିଲେ ସଫେଇ କର୍ମଚାରୀ...
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର NAC ରେ କାର୍ଯ୍ୟରତ ସଫେଇ କର୍ମଚାରୀ ଙ୍କୁ ଗତ 10  ମାସ ହେଲା ଦରମା ମିଳିନଥିବା ଯୋଗୁଁ ଆଜି ସମସ୍ତ କର୍ମଚାରୀ କାର୍ଯ୍ୟ ବନ୍ଦ କରି କବିସୂର୍ଯ୍ୟନଗର NAC ରେ ପହଁଚି  ବକେୟା ଦରମା ଦାବିରେ ଧାରଣା ବସିଥିବା ଦେଖିବାକୁ ମିଳିଛି। ପୂର୍ବରୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନ ନେବାରୁ ଆନ୍ଦୋଳନ କୁ ଓଲ୍ହାଥିବା କୁହାଯାଇଛି।  ସେମାନଙ୍କ ଦାବୀ ଗୁଡିକ ମଧ୍ୟରେ ରହିଛି ବକେୟା ଦରମା ପ୍ରଦାନ ଏବଂ ଛଟେଇ ନିଷ୍ପତି ପ୍ରତ୍ୟାହାର ନକଲେ  ଅନିର୍ଦ୍ଧିଷ୍ଟ କାଳ ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି..
ହେଲେ କର୍ମଚାରୀ ଙ୍କ ଦାବୀ କୁ ନେଇ କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ପ୍ରତିକ୍ରିୟା ମିଳିପାରିନଥିବା ବେଳେ  ପରିମଳ ବିଭାଗ ଏକ୍ସପାର୍ଟ କଣ କହୁଛନ୍ତି ଟିକେ ଶୁଣନ୍ତୁ..
ସହର ସାରା କୁଢ଼ କୁଢ଼ ମଇଳା ପଡ଼ିରହିଛି.। ପ୍ରଶାସନ ଯଦି ଏ ଦିଗରେ ପଦକ୍ଷେପ ନନେଲେ ଆଗକୁ ପରିମଳ ବ୍ୟବସ୍ଥା ପୁରା ବିଗିଡିଯିବା ଆଶଙ୍କା ଦେଖାଗଲାଣି

News Comment

You Might Also Like

BACK TO TOP