Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଭଞ୍ଜ ନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି!|

19-Nov-2024

ଭଞ୍ଜନଗରଉପଜିଲ୍ଲାପାଳ ଙ୍କ ସମ୍ମିଳନୀକକ୍ଷ ରେମିଳିତ ଅଭିଯୋଗଶୁଣାଣୀ |

            ଓଡିଶା ଜନମତ ବ୍ୟୁରୋ,

ଭଞ୍ଜନଗର, ତା-18/11
ଭଞ୍ଜନଗର ଉପଖଣ୍ଡ ସ୍ତରୀୟ  ଦିବ୍ୟାଙ୍ଗ ଓ ସାଧାରଣ ଜନତା ଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀପ୍ରମୋଦ କୁମାର ପୃଷ୍ଟି,ଭଞ୍ଜନଗର ଅତି ରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ଵ ରଞ୍ଜନ କର,ଅତିରିକ୍ତ ଆରକ୍ଷୀଅଧୀକ୍ଷକଶ୍ରୀରାଜୀବଲୋଚନପଣ୍ଡା,  ଛତ୍ରପୁର, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 117ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ।ବ୍ୟକ୍ତି ଗତ ଅଭିଯୋଗ 109ଟି ଥିବା ବେଳେ ,ଗ୍ରାମୀୟ ଅଭିଯୋଗ 8ଟି ଥିଲା,ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ 18ଟି ଅଭିଯାଗରଫଇ ସଲା କରିଥିଲେ। ଆଜିର ଅଭି ଯାଗ ସମୟରେ ତେର ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟଭତ୍ତାପ୍ରଦାନକରାଯାଇଥିଲା, ଗ୍ରହଣ କରି ଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣିସମୟରେ,,ଭଞ୍ଜନଗର    ତହସିଲଦାର ଶ୍ରୀ ଉମାଶଙ୍କର ବେହେରା,ଜିଲ୍ଲା  ଶିକ୍ଷାଅଧି କାରୀଅମିତାପଟନାୟକ , ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜ ନଗର ଏସ ଧନଞ୍ଜୟ,,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକୃଷ୍ଣଚନ୍ଦ୍ରବେହେରା, ଭଂଜ ନଗର , ସହାୟକ ଜିଲ୍ଲାପାଳ ଶ୍ରୀରାମଚନ୍ଦ୍ର ମହାପାତ୍ର,ଭଞ୍ଜ ନଗର ଥାନା  ଅଧିକାରୀ  ଶ୍ରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା  ଅଧିକାରୀ  ଏସିଓ ଶବର,,ଭଞ୍ଜନଗର ଉପଖଣ୍ଡ ସୂଚନା  ଲୋକ ସମ୍ପର୍କ ଅଧି କାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀ ମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତଥିଲେ |

News Comment

You Might Also Like

BACK TO TOP